Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ଅଏଲ୍ କମ୍ପାନୀରେ ଚଢାଉ

by ସଞ୍ଜୟ ସ୍ୱାଇଁ
June 4, 2025
in State
ନକଲି ଅଏଲ୍ କମ୍ପାନୀରେ ଚଢାଉ
43
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା): ନକଲି ସକ୍‌ଅବଜରବର ଅଏଲ୍ କମ୍ପାନୀ ଉପରେ ଚଢ଼ାଉ । କଟକ ଜଗତପୁର ସ୍ଥିତ ସୁନାରିବଣରେ ଥିବା ଅଏଲ୍ କମ୍ପାନୀରେ ଚଢ଼ାଉ କରିଛି ଜଗତପୁର ଥାନା ପୋଲିସ । ବିଭିନ୍ନ ନାମୀ କମ୍ପାନୀ ନାମରେ ବିକ୍ରି ହେଉଥିଲା ନକଲି ସକ୍‌ଅବଜରବର ଅଏଲ୍ । ତେବେ ଗାଁ ଭିତରେ ଦୀର୍ଘଦିନ ଧରି ଚାଲିଥିଲା ଏହି ନକଲି କମ୍ପାନୀ । ପୋଡ଼ା ଇଞ୍ଜିନ ଅଏଲରୁ ତିଆରି ହେଉଥିଲା ଏହି ସକ୍‌ଅବଜରବର ଅଏଲ୍ । ଚଢାଉ ବେଳେ କମ୍ପାନୀ ତାଲା ଭାଙ୍ଗି ପଶିଲା ପୋଲିସ । କମ୍ପାନୀ ଭିତରେ ପଶି ସବୁକିଛି ତନଖି ଦେଖୁଛି ପୋଲିସ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!