Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଧାୟକ କ୍ଷମା ମାଗିବା ଠିକ୍ ହେବ

by ସଞ୍ଜୟ ସ୍ୱାଇଁ
March 14, 2021
in Feature News
ଲଣ୍ଡନରେ ନିର୍ମାଣ ହେବ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମନ୍ଦିର
254
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ବିଧାନସଭାରେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଆତ୍ମହତ୍ୟା ଉଦ୍ୟମ କରିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ବିଧାନସଭା ଭିତରେ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ଆତ୍ମହତ୍ୟା ଉଦ୍ୟମ କରିବା ବେଆଇନ୍। ଏହି ଭୁଲ୍ ପାଇଁ ସେ କ୍ଷମା ମାଗିବାରେ ଅସୁବିଧା କେଉଁଠି ବୋଲି ପ୍ରଶ୍ନ କରିଛନ୍ତି ବାଚସ୍ପତି। ବିଜେପି ବିଧାୟକ ଦଳ ଏନେଇ ବୈଠକ କରନ୍ତୁ ଏବଂ ଏଥିପାଇଁ ଦଳ ଦୁଃଖ ପ୍ରକାଶ କରିବା ଉଚିତ ବୋଲି ସେ କହିଛନ୍ତି। ସରକାରୀ ଦଳ ବି ତାଙ୍କ କ୍ଷମା ଦାବି କରିଛନ୍ତି। ଗୃହ ଠିକ୍ ଭାବେ ଚାଲିବା ପାଇଁ କ୍ଷମା ମାଗିଲେ ଅସୁବିଧା କଣ ବୋଲି ପ୍ରଶ୍ନ କରିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର। ସୂଚନାଯୋଗ୍ୟ, ଧାନମଣ୍ଡି ଅବ୍ୟବସ୍ଥାକୁ ନେଇ ଦେବଗଡ଼ ବିଜେପି ବିଧାୟକ ସୁବାସ ପାଣିଗ୍ରାହୀ ବିଧାନସଭା ଭିତରେ ସାନିଟାଇଜର ପିଇବାକୁ ଉଦ୍ୟମ କରିଥିଲେ। ସେହି ସମୟରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ତାଙ୍କୁ ରୋକି ଦେଇଥିଲେ। ଏହି ଘଟଣାକୁ ନେଇ ଏବେ ରାଜ୍ୟ ରାଜନୀତି ସରଗରମ ହୋଇଛି। ବିଜେଡି ବିଧାୟକ ଦଳ ମଧ୍ୟ ଗତକାଲି ଏନେଇ ବିଧାନସଭାରେ ହଙ୍ଗାମା କରିବା ସହିତ ବିଧାୟକଙ୍କ କ୍ଷମା ପ୍ରାର୍ଥନା ଦାବି କରିଛନ୍ତି। ଆଜି ବାଚସ୍ପତି ମଧ୍ୟ ବିଜେପି ବିଧାୟକଙ୍କୁ କ୍ଷମା ମାଗିନେବା ଠିକ୍ ବୋଲି କହିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!