Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଡି.ଏ.ଭି ପବ୍ଲିକ ସ୍କୁଲ, ନୟାଗଡ଼ ଓ ନୟାଗଡ଼ ଜିଲ୍ଲା ବନ ବିଭାଗ ଆନୁକୂଲ୍ୟରେ ବିଶ୍ୱ ପରିବଶେ ଦିବସ ପାଳନ ଅବସରଣରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
June 5, 2025
in Nayagarh, State
ଡି.ଏ.ଭି ପବ୍ଲିକ ସ୍କୁଲ, ନୟାଗଡ଼ ଓ ନୟାଗଡ଼ ଜିଲ୍ଲା ବନ ବିଭାଗ ଆନୁକୂଲ୍ୟରେ ବିଶ୍ୱ ପରିବଶେ ଦିବସ ପାଳନ ଅବସରଣରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ
116
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଆଜି ଡି.ଏ.ଭି ପବ୍ଲିକ ସ୍କୁଲ ନୟାଗଡ଼ (ନିର୍ବାଣାଧୀନ ନୂତନ ବିଦ୍ୟାଳୟ, ସଦର ଥାନା ସନ୍ନିକଯ ନୟାଗଡ଼ ମ୍ୟୁନିସପାଲଟିର ଭାଲୁଖୋଲ ଠାରେ ପରିସରରେ ବିଶ୍ୱ ପରିବଶେ ଦିବସ ପାଳନ ଅବସରରେ ବୃକ୍ଷ ରୋପର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଅଧ୍ୟକ୍ଷ ସରୋଜ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବନଖଣ୍ଡ ଅଧିକାରୀ ନୟାଗଡ଼ର କ୍ଷମା ଷଡ଼ଙ୍ଗୀ, ସମ୍ମାନିତ ଅତିଥି ସହକାରୀ ବନ ସଂରକ୍ଷକ ହିଂମାଶୁ ମୁଦୁଲି ଓ ଡ. ସତ୍ୟଜିତ କର ଯୋଗ ଦେଇଥିଲେ । ନୟାଗଡ଼ ବନାଞ୍ଚଳ ଅଧିକାରୀ ଅଶୋକ କୁମାର ବିଶ୍ୱାଳ ଓ ବନରକ୍ଷୀ ଜିତେନ୍ଦ୍ର ବେହେରା କାର୍ଯ୍ୟକ୍ରମର ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ କର୍ମଚାରୀ ଓ ସ୍କାଉଟ ଛାତ୍ର ମାନେ ସହଯୋଗ କରିଥିଲେ । ମୁଖ୍ୟ ଅତିଥି ଉପସ୍ଥିତ ଛାତ୍ର ମାନଙ୍କୁ ବୃକ୍ଷରୋପର, ପରିବେଶ ସଚେତନତା ଓ ପ୍ଲାଷ୍ଟିକ ପଦାର୍ଥର ଅପକାରିତା ଉପରେ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସରୋଜ କୁମାର ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!