Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ଦିବସୀୟ ସରପଞ୍ଚ ସମ୍ମିଳନୀ

by ସଞ୍ଜୟ ସ୍ୱାଇଁ
June 6, 2025
in Nayagarh
ଏକ ଦିବସୀୟ ସରପଞ୍ଚ ସମ୍ମିଳନୀ
244
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ପରିଷଦ ସୃଜନ ସଭାଗୃହରେ ଏକ ଦିବସୀୟ ସରପଞ୍ଚ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏହି କାର‌୍ୟ୍ୟକ୍ରମରେ ରାଜ୍ୟ ଗ୍ରାମ୍ୟ ଉନ୍ନୟନ ସଂସ୍ଥା ନିର୍ଦ୍ଦେଶକ ଶ୍ରୀ ସୁରେନ୍ଦ୍ର କୁମାର ମୀନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଉକ୍ତ କାର‌୍ୟ୍ୟକ୍ରମରେ ସମସ୍ତ ସଦସ୍ୟଙ୍କୁ ପଞ୍ଚାୟତ ଆଡଭାନସ ଇଣ୍ଡେକ୍ସ, ପଞ୍ଚାୟତର ୱସୁପରିଚାଳନା ଉପରେ ତାଲିମ ଦିଆଯାଇଥିଲା । ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ସମସ୍ତଙ୍କୁ ସ୍ୱାଗତ କରିବା ସହ କାର‌୍ୟ୍ୟକ୍ରମର ବିଶେଷତ୍ୱ ଉପରେ ଆଲୋକପାତ କରିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ତତ୍ୱାବଧାନରେ ଆୟୋଜିତ ଏହି କାର‌୍ୟ୍ୟକ୍ରମରେ ଗବେଷକ ବ୍ୟକ୍ତିତ୍ୱ ଏବଂ ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳୀ ମାଛକୁଣ୍ଡ, ଆସିଷ୍ଟଣ୍ଡ ଡାଇରେକ୍ଟର ସନ୍ତୋଷ କୁମାର ପାତ୍ର, ମୋଟେଭେସନାଲ ସ୍ପିକର ଏ.କେ ମଙ୍ଗରାଜ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରକାଶ କୁମାର ତ୍ରିପାଠୀ, ଜିଲ୍ଲା ମୁଖ୍ୟ ପ୍ରାଣୀ ସମ୍ପଦ ଅଧିକାରୀ ଡା. ବସନ୍ତ ବେହେରା,ନୂଆଗାଁ ବ୍ଲକ ଏବିଡିଓ ସ୍ୱଦେଶ ରଞ୍ଜନ ଶତପଥି, ଶିଶୁ ସୁରକ୍ଷା ଅଧିକାରୀ ସତ୍ୟରଞ୍ଜନ ଦାଶ, ଡିପିଓ ମଧୁସୁଦନ ମହାରଣା ବିଭିନ୍ନ ବିଷୟ ଉପରେ ଆଲୋକପାତ କରିଥିଲେ । ଶେଷରେ କୁଇଜ୍ ମାଷ୍ଟର ଚନ୍ଦ୍ର ବିଜୟୀ ମିଶ୍ର କୁଇଜ ପଚାରି ଅତିଥିଙ୍କ ଦ୍ୱାରା ସରପଞ୍ଚଙ୍କୁ ପୁରସ୍କୃତ କରିଥିଲେ । ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!