Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରୋକଲିନ୍‌, ବ୍ରେକର ଓ ଟ୍ରାକ୍ଟର ଜବତ ; ୩ ଗିରଫ

by ସଞ୍ଜୟ ସ୍ୱାଇଁ
June 6, 2025
in Nayagarh
ପ୍ରୋକଲିନ୍‌, ବ୍ରେକର ଓ ଟ୍ରାକ୍ଟର ଜବତ ; ୩ ଗିରଫ
304
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଟାଉନଥାନା ଅନ୍ତର୍ଗତ ହାଟଦ୍ୱାର ଝରଣା ଜଙ୍ଗଲରେ ଦୀର୍ଘଦିନ ଧରି ବେଆଇନ ଭାବେ ପଥର ଖଣି ଚାଲିଥିଲା । ଏହି ପଥର ଖଣିକୁ ଭାଟସାହି ଗ୍ରାମର ଜିତେନ୍ଦ୍ର କୁମାର ମିଶ୍ର ଚଲାଉଥିଲେ । ଗତକାଲି ନୟାଗଡ଼ ଏସ୍‌ଡିପିଓ ଜ୍ୟୋତି ରଞ୍ଜନ ସାମନ୍ତରାୟ, ଡିଏସ୍‌ପି ରଶ୍ମିରଞ୍ଜନ ମହାପାତ୍ରଙ୍କ ନେତୃତ୍ୱରେ ପୁଲିସ ଚଢ଼ାଉ କରିଥିଲା । ପଥର ଖଣିରୁ ପୁଲିସ ଗୋଟିଏ ବ୍ରେକର ମେସିନ୍‌, ଗୋଟିଏ ପ୍ରୋକଲିନ୍ ଏବଂ ଦୁଇଟି ଟ୍ରାକ୍ଟର ଜବତ କରିଛି । ଏହା ସହିତ ୩ ଜଣଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ନୟାଗଡ଼ ଟାଉନଥାନା ଅନ୍ତର୍ଗତ ବଲାଙ୍ଗୀବନ୍ଧ ସାହିର କାଳିଆ ଜେନା, ଡିଆଁପଡ଼ା ଗ୍ରାମର ସୁଧିର କୁମାର ମିଶ୍ର, ଅନୁଗୁଳ ଜିଲ୍ଲା ବ୍ରାହ୍ମଣୀଦେଇ ଗାଁର ଆକାଶ ଦାଶ । ୩ ଜଣଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!