Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଣ୍ଡାମାଡ଼ ପୂର୍ବରୁ ଉଠାଇ ନେଲା ପୁଲିସ

by ସଞ୍ଜୟ ସ୍ୱାଇଁ
June 8, 2025
in Feature News
ଅଣ୍ଡାମାଡ଼ ପୂର୍ବରୁ ଉଠାଇ ନେଲା ପୁଲିସ
19
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଆଜି ପୁରୀ ସାଂସଦ ସମ୍ବିତ ପାତ୍ରଙ୍କୁ ଅଣ୍ଡାମାଡ଼ ଓ କଳାପତାକା ପଦର୍ଶନ ପାଇଁ ସବୁପ୍ରକାର ବ୍ୟବସ୍ଥା ହୋଇଥିଲା । ନୟାଗଡ଼ ପିଟିଏସ୍ ଛକରେ ଏଥିପାଇଁ ଛାତ୍ର କଂଗ୍ରେସ ଜିଲ୍ଲା ସଭାପତି ଶିବ ରଞ୍ଜନ ସାହୁ, ଛାତ୍ରନେତା ଦିଲ୍ଲୀପ ବିଶୋଇଙ୍କ ସମେତ ଅନେକ ସଜବାଜ ହୋଇ ରହିଥିଲେ । କୈାଣସି ସୁତ୍ରରୁ ଖବର ପାଇ ନୟାଗଡ଼ ଟାଉନଥାନା ଅଧିକାରୀ ରଶ୍ମିରଞ୍ଜନ ମହାପାତ୍ର ପୁଲିସ ଟିମ୍ ସହାୟତାରେ ସେମାନଙ୍କୁ ଉଠାଇ ନେଇଥିଲେ । ଦୀର୍ଘସମୟ ଧରି ଛାତ୍ର କଂଗ୍ରେସ ଜିଲ୍ଲା ସଭାପତି ଶ୍ରୀଯୁକ୍ତ ସାହୁ ଏବଂ ଛାତ୍ରନେତା ଶ୍ରୀଯୁକ୍ତ ବିଶୋଇଙ୍କୁ ଅଟକ ରଖାଯିବା ପରେ ପୁଲିସ ଛାଡ଼ିଥିବା ସୂଚନା ମିଳିଛି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!