Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲାପାଳଙ୍କ ଜନଶୁଣାଣି, ୩୦ ମାମଲା ତତ୍କଳା ସମାଧାନ

by ସଞ୍ଜୟ ସ୍ୱାଇଁ
June 9, 2025
in Nayagarh
ଜିଲ୍ଲାପାଳଙ୍କ ଜନଶୁଣାଣି, ୩୦ ମାମଲା ତତ୍କଳା ସମାଧାନ
154
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକରେ ବ୍ଳକ ସମ୍ମିଳନୀ କକ୍ଷରେ ଜୁନ୍ ୯ ତାରିଖରେ ଜିଲ୍ଲାପାଳ ଅକ୍ଷୟ ସୁନିଲ୍ ଅଗ୍ରୱାଲଙ୍କ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ସମୂଦାୟ ୧୦୩ ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେ ମଧ୍ୟରେ ବିଶେଷ ମୈାଳିକ ଭାବେ ସମସ୍ୟା ୯୬ ବ୍ୟକ୍ତିଗତ ଶୁଣାଣିରେ ରାସନ୍ କାର୍ଡ ସମସ୍ୟା, ଆବାସ ଯୋଜନାରୁ ବଞ୍ଚିତ ସମସ୍ୟା, ସାମାଜିକ ସୁରକ୍ଷାରେ ବାର୍ଦ୍ଧକ୍ୟ ଭତ୍ତା ସମସ୍ୟା ଅଧିକ ରହିଥିଲା। ଗ୍ରାମ୍ୟ ସମସ୍ୟା ୪ , ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ୩ ରହିଥିଲା। ଜିଲ୍ଲାପାଳ ଅଗ୍ରୱାଲଙ୍କ ସହ ଆରକ୍ଷୀ ଅଧିକ୍ଷକ ଏସ୍ ସୁଶ୍ରୀ, ମୂଖ୍ୟ କାର‌୍ୟ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମ୍ମାଦାର, ରଣପୁର ତହସିଲଦାର ଡ଼ଃ ଆର‌୍ୟ୍ୟ କୁମାର ସର୍ଭଦମନ, ସମସ୍ତ ଜିଲ୍ଲା ସ୍ତରୀୟ ଲାଇନ୍ ବିଭାଗୀୟ ଉଚ୍ଚ ଅଧିକାରୀ ଓ ବ୍ଳକ ସ୍ତରୀୟ ଉଚ୍ଚ ଅଧିକାରୀ ଉପସ୍ଥିତ ଥିଲେ। ରଣପୁର ବିଡ଼ିଓ ମନୋଜ କୁମାର ନାୟକ ଶୁଣାଣି ଶିବିରକୁ ଶୃଙ୍ଖଳିତ କରିଥିଲେ। ବ୍ଳକ କର୍ମଚାରୀ ସହଯୋଗ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!