Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରୋଟାରୀ କ୍ଲବ ପକ୍ଷରୁ ଚକ୍ଷୁ ଚିକିତ୍ସା ଶିବିର

by ସଞ୍ଜୟ ସ୍ୱାଇଁ
June 11, 2025
in Nayagarh
ରୋଟାରୀ କ୍ଲବ ପକ୍ଷରୁ ଚକ୍ଷୁ ଚିକିତ୍ସା ଶିବିର
85
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ଥା): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଆରଡ଼ା ପଞ୍ଚାୟତ ଆରଡ଼ା ପ୍ରାଥମିକ ବିଦ୍ୟାଳୟରେ ନୟାଗଡ଼ ରୋଟାରୀ କ୍ଲବ ଆନୁକୁଲ୍ୟରେ ବୁଧବାର ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗ୍ରାମାଞ୍ଚଳର ପ୍ରାୟ ୪୦ ଜଣଙ୍କ ମାଗଣା ଚକ୍ଷୁ ପରୀକ୍ଷା କରାଯାଇ ଆବଶ୍ୟକ ସ୍ଥଳେ ରୋଗୀଙ୍କୁ ଚଷମା ବଣ୍ଟନ କରାଯାଇଥିଲା। ମୋତିଆବିନ୍ଦୁ ବିନ୍ଦୁ ଅପରେସନ ପାଇଁ ୮ ଜଣଙ୍କୁ ରୋଟାରୀ ଆଇ ହସ୍ପିଟାଲକୁ ଭୁବନେଶ୍ୱର ନିଆ ଯାଇଥିଲା । ଆଜି ସେମାନଙ୍କର ଅପରେସନ ପରେ ଗୁରୁବାର ରୋଟାରୀ କାର‌୍ୟ୍ୟକ୍ରମ ସଂସ୍ଥାପକ ସେମାନଙ୍କୁ ତାଙ୍କର ନିଜ ସହାୟତାରେ ଘରେ ଛାଡ଼ିବାର ବ୍ୟବସ୍ଥା ରହିଛି। ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ କାର‌୍ୟ୍ୟକ୍ରମକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ନୟାଗଡ଼ ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ କୁମାର ଖଟେଇ, ସମ୍ପାଦକ ଅବିନାଶ ସାହୁ କାର‌୍ୟ୍ୟକ୍ରମ ପରିଚାଳନା କରିଥିଲେ। ପଞ୍ଚାୟତର ସରପଞ୍ଚ ସୁନୀତା ସାହୁ ଉପସ୍ଥିତ ରହିଥିବା ବେଳେ ସମସ୍ତ ୱାର୍ଡ ସଭ୍ୟସଭ୍ୟାଙ୍କ ସହିତ ଅନ୍ୟ ରୋଟାରୀଆନମାନେ ସହଯୋଗ କରିଥିଲେ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!