Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ

by ସଞ୍ଜୟ ସ୍ୱାଇଁ
June 12, 2025
in Nayagarh
ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଶୁଭାରମ୍ଭ
82
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଜିଲ୍ଲା ଶ୍ରମ କାର‌୍ୟ୍ୟାଳୟ ଓ ଜିଲ୍ଲା ପ୍ରଶାସନ ତରଫରୁ ଉଦଘାଟନ କରାଯାଇଅଛି । ଏହି ସଚେତନତା ରଥକୁ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳ।ନନ୍ଦ ମଲ୍ଲିକ, ଖଣ୍ଡପଡା ବିଧାୟକ ଦୁଷ୍ମନ୍ତ କୁମାର ସ୍ବାଇଁ ଓ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଦ୍ଵାରା ଶୁଭାରମ୍ଭ କରାଯାଇଥିଲା । ଏଥିରେ ମୁଖ୍ୟ ଉନ୍ନୟନ ଅଧିକାରୀ ଲଗ୍ନଜିତ ରାଉତ, ଜିଲ୍ଲା ଶିଶୁ ମଙ୍ଗଳ କମିଟି ଅଧ୍ୟକ୍ଷ କିଶୋର ମହାପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶିବିୟାନ ପ୍ରଧାନ, ଜିଲ୍ଲା ଶ୍ରମ ଅଧିକାରୀ ଚିତ୍ତରଞ୍ଜନ ରାଉତ, ସହ ଶ୍ରମ ଅଧିକାରୀ ଅବଦୁଲ କାଦିର ଖାନ, ଜ୍ଞାନରଞ୍ଜନ ସାହୁ , ସୁଶ୍ରୀ ପୂଜାରିନ ସାମଲ ଓ ସୁଶ୍ରୀ ମୋନିକା ସେଠ ସହ ଜିଲ୍ଲା ଶ୍ରମ କାର‌୍ୟ୍ୟାଳୟର ସମସ୍ତ କର୍ମଚାରୀ ଏବଂ ନୟାଗଡ ଜିଲ୍ଲାର ବିଭିନ୍ନ ଶ୍ରମିକ ସଂଗଠନର କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ଥିଲେ । ଉକ୍ତ ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ ଜିଲ୍ଲାର ସମସ୍ତ ବ୍ଲକ, ଏନଏସି , ବାଣିଜ୍ୟ ସଂସ୍ଥା ଓ ଜନ ବହୁଳ ସ୍ଥାନ ଗୁଡିକରେ ସଚତନତା ସୃଷ୍ଟି କରିବା ସହିତ ଜିଲ୍ଲାକୁ କିଭଳି ଶିଶୁ ଶ୍ରମିକ ମୁକ୍ତ କରାଯାଇପାରିବ ସେଥିପ୍ରତି ସଚେତନତା ସୃଷ୍ଟି କରାଇବାରେ ସହାୟକ ହେବ । ଏଥି ସହିତ ଏକ ଶିଶୁ ଶ୍ରମିକ ନିରାକରଣ ପଦଯାତ୍ରା ଜିଲ୍ଲାପାଳ ନୟାଗଡ଼ଙ୍କ କାର‌୍ୟ୍ୟାଳୟଠାରୁ ଆରମ୍ଭ କରି ସହର ପରିକ୍ରମା କରିଥିଲା ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!