Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସର୍କିଟ ହାଉସରେ ଦଳୀୟ ସଭା

by ସଞ୍ଜୟ ସ୍ୱାଇଁ
June 12, 2025
in Nayagarh
ବିଜେପି ସରକାର ବର୍ଷ ପୂର୍ତ୍ତୀ, ସଫଳତା ବଖାଣିଲେ ମନ୍ତ୍ରୀ
264
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସର୍କିଟ ହାଉସଠାରେ ଆଜି ବିଜେପି ସରକାରର ବର୍ଷ ପୂର୍ତ୍ତି ଅବସରରେ ସାମ୍ବାଦିକ ସମ୍ମିଳନୀ, ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଏହା ସହିତ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଖଣ୍ଡପଡ଼ା ବିଧାୟକ ଦୁଷ୍ମନ୍ତ କୁମାର ସ୍ୱାଇଁ, ବିଜେପି ଜିଲ୍ଲା ସଭାପତି ତାପସ କୁମାର ମାର୍ଥା, ଦଶପଲ୍ଲା ବିଜେପି ନେତା ରାଘବ ମଲ୍ଲିକ ଦଳୀୟ କାର‌୍ୟ୍ୟକର୍ତ୍ତାଙ୍କୁ ନେଇ ବୈଠକ କରିଛନ୍ତି । ଜିଲ୍ଲା ପ୍ରଶାସନ ଅଧିନସ୍ଥ ଏହି ସର୍କିଟ ହାଉସ ସରକାରୀ କାର‌୍ୟ୍ୟ ପାଇଁ ବ୍ୟବହାର ହେବାକୁ ଥିବା ବେଳେ ଏଠାରେ ଦଳୀୟ କାର‌୍ୟ୍ୟକ୍ରମ ପାଇଁ କିଏ ଅନୁମତି ଦେଲା ବୋଲି ପ୍ରଶ୍ନ ଉଠିଛି । ଏଭଳି କାର‌୍ୟ୍ୟପନ୍ଥାକୁ ନେଇ ଆଜି ବିଭିନ୍ନ ମହଲରୁ ନିନ୍ଦା କରାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!