Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ର କଂଗ୍ରେସ ପକ୍ଷରୁ ଆରଟିଓ ଅଫିସ ଘେରାଉ

by ସଞ୍ଜୟ ସ୍ୱାଇଁ
June 12, 2025
in Nayagarh
ଛାତ୍ର କଂଗ୍ରେସ ପକ୍ଷରୁ ଆରଟିଓ ଅଫିସ ଘେରାଉ
198
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପ୍ରଦେଶ କଂଗ୍ରେସ ସଭାପତି ଭକ୍ତଚରଣ ଦାସ ଏବଂ ରାଜ୍ୟ ଛାତ୍ର କଂଗ୍ରେସ ସଭାପତି ଉଦିତ ନାରାୟଣ ପ୍ରଧାନଙ୍କ ଆହ୍ୱାନ କ୍ରମେ ରାଜ୍ୟର ଛାତ୍ରଛାତ୍ରୀଙ୍କ ପାଇଁ ସରକାରୀ ବସରେ ମାଗଣା ଏବଂ ଘରୋଇ ବସରେ ୫୦ ପ୍ରତିଶତ ଯାତାୟାତ ରିହାତି ଘୋଷଣା ଦାବିରେ ଆଜି ନୟାଗଡ ଜିଲ୍ଲା ଛାତ୍ର କଂଗ୍ରେସ ପକ୍ଷରୁ ଆରଟିଓ ଅଫିସ ଘେରାଉ କରାଯାଇଛି । ଛାତ୍ର କଂଗ୍ରେସ ସଭାପତି ଶିବରଞ୍ଜନ ସାହୁଙ୍କ ଆବାହକତ୍ୱରେ ଆରଟିଓ କାର‌୍ୟ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରି ଦଳ ପକ୍ଷରୁ ଜାରି ସ୍ମାରକପତ୍ର ଅତିରିକ୍ତ ଆଞ୍ଚଳିକ ପରିବହନ ଅଧିକାରୀ ସୁଶ୍ରୀ ସୁଧାଙ୍କ ମାଧ୍ୟମ ରେ ମହାମହିମ ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଛି । କାର‌୍ୟ୍ୟକ୍ରମରେ ଡିସିସି ସଂଯୋଜକ ସତ୍ୟବ୍ରତ ନୟକ, ନୟାଗଡ ଜଂଗ୍ରେସ ନେତା ତଥାବରିଷ୍ଠ ଆଇନଜୀବୀ ରଣଜିତ ଦାଶ, ସେବାଦଳ ନେତା ମନୋଜ କୁମାର ସାହୁ, ରାଜ୍ୟ ଯୁବ କଂଗ୍ରେସ ସମ୍ପାଦକ ପ୍ରତୀକ ମହାପାତ୍, ପୂର୍ବତନ ଜିଲ୍ଲା ଯୁବ କଂଗ୍ରେସ ସଭାପତି ପୀତବାସ ଖୁଣ୍ଟିଆ, ରାଜ୍ୟ ଛାତ୍ର କଂଗ୍ରେସ ସମ୍ପାଦକ ଅନିଲ ଛୁଆଳସିଂ ପ୍ରମୁଖ ଶତାଧିକ ଦଳୀୟ ସମର୍ଥକ ଏହି ବିକ୍ଷୋଭ କାର‌୍ୟ୍ୟକ୍ରମରେ ଯୋଗ ଦେଇଥିଲେ ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!