Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋଦିଙ୍କ ବୈଠକ, ଲୋକ ବୋହିବେ ସରକାରୀ କର୍ମଚାରୀ

by ସଞ୍ଜୟ ସ୍ୱାଇଁ
June 19, 2025
in Nayagarh
ମୋଦିଙ୍କ ବୈଠକ, ଲୋକ ବୋହିବେ ସରକାରୀ କର୍ମଚାରୀ
526
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଛନ୍ତି । ମୋଦିଙ୍କ ସଭା ପାଇଁ ଲୋକ ଯୋଗାଡ଼ କରିବାକୁ ସରକାରୀ ପ୍ରଶାସନିକ ଅଧିକାରୀଙ୍କୁ ରାଜ୍ୟ ସରକାର ଦାୟିତ୍ୱ ଦେଇଛନ୍ତି । ଜିଲ୍ଲା ପ୍ରଶାସନ ଏନେଇ ବ୍ଲକ ପ୍ରଶାସନକୁ ଦାୟିତ୍ୱ ଦେଇଥିବା ବେଳେ ବ୍ଲକ ପ୍ରଶାସନ ପଞ୍ଚାୟତ ପିଇଓ, ଜେଇ ଓ ଅନ୍ୟାନ କର୍ମଚାରୀଙ୍କୁ ଦାୟିତ୍ୱ ବାଣ୍ଟିଛି । ମୋଦିଙ୍କ ସଭାରେ ସାମିଲ ହେବାକୁ ସରକାରୀ କର୍ମଚାରୀମାନେ ଗାଁ ଗାଁ ବୁଲି ଲୋକ ଯୋଗାଡ଼ କରୁଥିବା ଦେଖିବାକୁ ମିଳିଛି । ଏହାକୁ ନେଇ ଖୋଦ୍ ବିଜେପି କର୍ମୀ ଏବେ ଖପା ହୋଇ ବସିଛନ୍ତି । ଲୋକ ଯୋଗାଡ଼ ନାଁରେ ସେମାନଙ୍କର କିଛି ହାତଖର୍ଚ୍ଚ ଉଠିଥାନ୍ତା । ମାତ୍ର ସରକାର ଏହି ଦାୟିତ୍ୱ ପ୍ରଶାସନକୁ ଦେବା ପରେ ସେମାନେ ଚିନ୍ତା ପଡ଼ିଛନ୍ତି । କର୍ମୀଙ୍କ ଲୋକପ୍ରିୟତା ହ୍ରାସ ପାଉଥିବା ଦେଖାଯାଇଛି । ଅନ୍ୟପକ୍ଷେ, ସରକାରୀ କର୍ମଚାରୀ ରାଜନୈତିକ ସଭା ପାଇଁ ଲୋକ ଯୋଗାଡ଼ କରିବା ଏହ ନିନ୍ଦନୀୟ ବିଷୟ ବୋଲି ମତ ପ୍ରକାଶ ପାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!