Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୫ରେ ସାମ୍ବାଦିକ ଭବନରେ ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
June 20, 2025
in Nayagarh
୨୫ରେ ସାମ୍ବାଦିକ ଭବନରେ ରକ୍ତଦାନ ଶିବିର
74
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସାମ୍ବାଦିକ ଭବନରେ ଆସନ୍ତା ୨୫ ତାରିଖ ବୁଧବାର ଦିନ ରକ୍ତଦାନ ଶିବିର ଅନୁଷ୍ଠିତ ହେବ ବୋଲି ସ୍ଥିର ହୋଇଛି । ଏନେଇ ସାମ୍ବାଦିକ ଭବନ ପରିସରରେ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି । ନୟାଗଡ଼ ରକ୍ତ ଭଣ୍ଡାରରେ ଲାଗି ରହିଥିବା ରକ୍ତ ସମସ୍ୟାକୁ ସାମୟିକ ଦୂର କରିବା ଉଦ୍ଦେଶ୍ୟରେ ସାମ୍ବାଦିକଙ୍କ ପକ୍ଷରୁ ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ ନୟାଗଡ଼ ରୋଟାରୀ କ୍ଲବ ସହବନ୍ଧିତ ଭାବେ କାର୍ଯ୍ୟ କରିବ । ନୟାଗଡ଼ ସହରରେ ସ୍ୱେଚ୍ଛାସେବୀ, ବିଭିନ୍ନ ଅନୁଷ୍ଠାନ ଓ ଶିକ୍ଷାନୁଷ୍ଠାନ, ସରକାରୀ କର୍ମଚାରୀ ଓ ବୁଦ୍ଧିଜୀବୀ ଏହି ରକ୍ତଦାନ ଶିବିରରେ ସାମିଲ ହେବାକୁ ରୋଟାରୀ କ୍ଲବ ସଭାପତି ଶ୍ରୀକାନ୍ତ ଖଟେଇ ଆହ୍ୱାନ ଦେଇଛନ୍ତି । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଶାନ୍ତ କୁମାର ଦାସ ଶିବିର ଆୟୋଜନରେ ସହଯୋଗ କରିବା ପାଇଁ ସମ୍ମତି ଜଣାଇଛନ୍ତି । କାର୍ଯ୍ୟକ୍ରମକୁ ସଫଳ କରିବାକୁ ସମସ୍ତ ସାମ୍ବାଦିକ ସହଯୋଗ କରିବା ସହ ଏ ଦିଗରେ କାର୍ଯ୍ୟ କରିବାକୁ ମତ ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!