Tuesday, June 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚିକିତ୍ସା ପାଇଁ ମୁମ୍ୱାଇ ଗଲେ ନବୀନ ପଟ୍ଟନାୟକ

by ସଞ୍ଜୟ ସ୍ୱାଇଁ
June 20, 2025
in Nayagarh
ଚିକିତ୍ସା ପାଇଁ ମୁମ୍ୱାଇ ଗଲେ ନବୀନ ପଟ୍ଟନାୟକ
175
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା):  ଆଜି ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମୁମ୍ବାଇ ସ୍ଥିତ କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ହେବ ସର୍ଭିକାଲ ଆଥ୍ରାଇଟିସ୍ ଚିକିତ୍ସା। ୨୨ ତାରିଖରେ ବ୍ୟକ୍ତିଗତ ଚିକିତ୍ସକ ଡ.ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଚିକିତ୍ସା କରାଯିବ। ନବୀନ ପଟ୍ଟନାୟକ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି ସାଢ଼େ ଚାରି କୋଟି ଓଡ଼ିଆ। ପ୍ରିୟର ନେତା ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ନବୀନ ନିବାସ ସମ୍ମୁଖରେ ମହିଳା ବିଜେଡି କର୍ମୀ ଓ ସାଧାରଣ ଲୋକ ପୂଜାର୍ଚ୍ଚନାର ଆୟୋଜନ କରିଥିଲେ। ବିମାନବନ୍ଦର ଟର୍ମିନାଲ ସମ୍ମୁଖରେ ବରିଷ୍ଠ ବିଜେଡି ନେତା ମାନେ ନବୀନଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!