Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିକ୍ରେତା ସଂଗ୍ରହ ଅଭିଯାନ କର୍ମଶାଳା

by ସଞ୍ଜୟ ସ୍ୱାଇଁ
June 20, 2025
in Nayagarh
ବିକ୍ରେତା ସଂଗ୍ରହ ଅଭିଯାନ କର୍ମଶାଳା
108
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜିଲ୍ଲାପାଳଙ୍କ ସଦ୍ଭାବନା ଗୃହରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଗୁଣାତ୍ମକ ପ୍ରମାଣପତ୍ର ଉପରେ ବିକ୍ରେତା ସଂଗ୍ରହ ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । କର୍ମଶାଳାରେ ଜିଲ୍ଲାପାଳ ତାଙ୍କ ବକ୍ତବ୍ୟରେ କହିଲେ ଯେ, ଏମଏସଏମଇ ଗୁଡ଼ିକର ପ୍ରତିଯୋଗିତା ମୂଳକତା ଏବଂ ଦକ୍ଷତାକୁ ଚଳାଇବାରେ ଗୁଣାତ୍ମକ ପ୍ରମାଣପତ୍ରର ଗୁରୁତ୍ଵ ରହିଛି । ଭାରତୀୟ ଗୁଣାତ୍ମକ ପରିଷଦ ଏବଂ ଜାତୀୟ ଉତ୍ପାଦକତା ପରିଷଦର ବିଶେଷଜ୍ଞ ବକ୍ତାମାନେ ପ୍ରମାଣପତ୍ର ପ୍ରକ୍ରିୟା ଉପରେ ମୂଲ୍ୟବାନ ମାର୍ଗଦର୍ଶନ ପ୍ରଦାନ କରିଥିଲେ । ଏହି କର୍ମଶାଳାରେ ଏମଏସଏମଇ ବିଭାଗ ପରାମର୍ଶଦାତା ଅଙ୍କିତ ଆଦିତ୍ୟ ଭଟ୍ଟ, ଜାତୀୟ ଉତ୍ପାଦକତା ପରିଷଦର ଉପ-ନିର୍ଦ୍ଦେଶକ ଶ୍ୟାମା ପ୍ରସାଦ, ଗୁଣବତା ପରିଷଦ ଅଫ୍ ଇଣ୍ଡିଆର ପରାମର୍ଶଦାତା ଦେବାନୁ ଦାସମହାପାତ୍ର ଯୋଗ ଦେଇ ଆଲୋଚନା କରିଥିଲେ । ଜିଲ୍ଲା ଶିଳ୍ପ ବିଭାଗ ସାଧାରଣ ପରିଚାଳକ ସମ୍ପଦ ନାୟକଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!