Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବର୍ଷାରେ ଭିଜିବ ରଥଯାତ୍ରା : ଜୁନ୍ ୨୭ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା

by ସଞ୍ଜୟ ସ୍ୱାଇଁ
June 21, 2025
in Feature News
ବର୍ଷାରେ ଭିଜିବ ରଥଯାତ୍ରା : ଜୁନ୍ ୨୭ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା
108
VIEWS
Share on FacebookShare on Twitter

ଭୁବନେଶ୍ୱର ,(ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତି କରି ଝାଡ଼ଖଣ୍ଡ ନିକଟରେ ଦୁର୍ବଳ ହୋଇଛି। ଏହା ଦ୍ବାରା ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଅଞ୍ଚଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ପରେ ଆହୁରି ଦୁର୍ବଳ ହେବ କିନ୍ତୁ ଓଡ଼ିଶାରେ ବର୍ଷା ୨୭ ଜୁନ୍ ପର୍ଯ୍ୟନ୍ତ ଜାରି ରହିବ। ଫଳରେ ଜୁନ୍ ୨୭ରେ ଅନୁଷ୍ଠିତ ହେବାକୁ ଥିବା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଚଳିତ ବର୍ଷ ବର୍ଷାରେ ଭିଜିବା ସମ୍ଭାବନା ସୃଷ୍ଟି ହୋଇଛି। ଆଇଏମଡି ଅନୁଯାୟୀ, ଓଡ଼ିଶାରେ ବର୍ଷା ୨୭ ଜୁନ୍ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ଅଛି। ରାଜ୍ୟରେ କମ୍ରୁ ମଧ୍ୟମ ବର୍ଷା ଜାରି ରହିବ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାରେ ଝଡ଼ବର୍ଷା ତଥା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ଝଡ଼ବର୍ଷା ଏବଂ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏହି ଅଞ୍ଚଳଗୁଡ଼ିକରେ ପବନର ବେଗ ଘଣ୍ଟାପ୍ରତି ୩୦ ରୁ ୪୦ କିଲୋମିଟର ମଧ୍ୟରେ ରହିବ ବୋଲି ପୂର୍ବାନମାନ କରାଯାଇଛି।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!