Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧର୍ମଘଟ : ସୋମବାର, ମଙ୍ଗଳବାର ବନ୍ଦ ରହିବ ବ୍ୟାଙ୍କ, ପ୍ରଭାବିତ ହୋଇପାରେ ବ୍ୟାଙ୍କ ସେବା

by ସଞ୍ଜୟ ସ୍ୱାଇଁ
March 14, 2021
in Feature News
କାନାରା ବ୍ୟାଙ୍କରୁ ଲୁଟ୍
226
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା);  ଗତ ଶନିବାର ଓ ଆଜି (ରବିବାର ) ବନ୍ଦ ଥିବା ବ୍ୟାଙ୍କଗୁଡ଼ିକ ଆସନ୍ତା ଦୁଇଦିନ ଅର୍ଥାତ ସୋମବାର ଓ ମଙ୍ଗଳବାର ମଧ୍ୟ ବନ୍ଦ ରହିବ । ଫଳରେ କ୍ରମାଗତ ୪ ଦିନ ବ୍ୟାଙ୍କ ବନ୍ଦ ରହିବା ଫଳରେ ଦେଶରେ ବ୍ୟାଙ୍କ ସେବା ପ୍ରଭାବିତ ହେବାର ଆଶଙ୍କା ରହିଛି । ସରକାରଙ୍କ ବ୍ୟାଙ୍କ ମିଶ୍ରଣ ଏବଂ ଦୁଇଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଘରୋଇକରଣ ପ୍ରତିବାଦରେ ବ୍ୟାଙ୍କ ୟୁନିୟନଗୁଡ଼ିକ ଧର୍ମଘଟ ଡାକରା ଦେଇଥିବାରୁ ମାର୍ଚ୍ଚ ୧୫ ଓ ୧୬ରେ ବ୍ୟାଙ୍କଗୁଡ଼ିକ ବନ୍ଦ ରହିବ । ୟୁନାଇଟେଡ୍ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ (ୟୁଏଫବିୟୁ) ପକ୍ଷରୁ ଏହି ଧର୍ମଘଟ ଡକରା ଦିଆଯାଇଛି । ୟୁଏଫବିୟୁ ପକ୍ଷରୁ କୁହାଯାଇଛି ଯେ ଏହି ଧର୍ମଘଟରେ ପ୍ରାୟ ୧୦ ଲକ୍ଷ ବ୍ୟାଙ୍କ କର୍ମଚାରୀ ଅଂଶଗ୍ରହଣ କରିବେ । ଗତ ବଜେଟରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସରକାରଙ୍କ ପୁଞ୍ଜିପ୍ରତ୍ୟାହାର ଯୋଜନା ଅଧିନରେ ଦୁଇଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କର ଘରୋଇକରଣ କରିବାକୁ ଘୋଷଣା କରିଥିଲେ । ଗତ ୨୦୧୯ରେ ଆଇଡିବିଆଇ ବ୍ୟାଙ୍କରୁ ସରକାରଙ୍କ ପୁଞ୍ଜି ପ୍ରତ୍ୟାହାର କରାଯାଇ ଏଲଆଇସିକୁ ବିକ୍ରି କରାଯାଇଥିଲା । ଅନ୍ୟପକ୍ଷରେ ଏପ୍ରିଲ ୧ରୁ ୮ଟି ରାଷ୍ଟ୍ରାୟତ୍ତ ବ୍ୟାଙ୍କ ବିଭିନ୍ନ ବୃହତ ବ୍ୟାଙ୍କରେ ମିଶ୍ରଣ ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!