Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧୋନିଙ୍କ ରେର୍କଡ଼ ଭାଙ୍ଗିଲେ ପନ୍ତ

by ସଞ୍ଜୟ ସ୍ୱାଇଁ
June 21, 2025
in Breaking, Sports, State, WORLD
ଧୋନିଙ୍କ ରେର୍କଡ଼ ଭାଙ୍ଗିଲେ ପନ୍ତ
180
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ଚାଲିଛି ଭାରତ ଇଂଲଣ୍ଡ ପ୍ରଥମ ଟେଷ୍ଟ ମ୍ୟାଚ୍ । ପ୍ରଥମ ଟେଷ୍ଟର ପ୍ରଥମ ଦିନରେ ୬୫ରନରେ ଅପରାଜିତ ଥିବା ପନ୍ତ ଟେଷ୍ଟର ଦ୍ୱିତୀୟ ଦିନରେ ଛକା ମାଟି ଶତକ ପୁରଣ କରିବା ସହ ଧୋନିଙ୍କ ରେକର୍ଡ ଭାଙ୍ଗିଛନ୍ତି । ଯଶସ୍ୱୀ ଜୈସୱାଲ ଓ ଶୁବମନ ଗିଲଙ୍କ ପରେ ଭାରତର ତୃତୀୟ ବ୍ୟାଟର ଭାବେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ପ୍ରଥମ ଇନିଂସରେ ଶତକ ହାସଲ କରିଛନ୍ତି ଋଷଭ ପନ୍ତ। ଆଜି ସେ ଛକା ମାରି ଲିଡ୍ସରେ ନିଜର ଶତକ ପୂରଣ କରିବା ସହ ଭେଟରାନ ୱିକେଟ କିପର ବ୍ୟାଟର ମହେନ୍ଦ୍ର ସିଂହ ଧୋନିଙ୍କ ୧୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗି ଦେଇଛନ୍ତି। ଏଥିସହ ୱିକେଟ କିପର ଭାବେ ଭାରତ ପାଇଁ ସର୍ବାଧିକ ଶତକ ହାସଲ କରିବାର ରେକର୍ଡର ଅଧିକାରୀ ମଧ୍ୟ ହୋଇପାରିଛନ୍ତି। ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟର ଦ୍ୱିତୀୟ ଦିନରେ ପନ୍ତଙ୍କ ବ୍ୟାଟରୁ ରେକର୍ଡ ଶତକ ବାହାରିଛି। ପ୍ରଥମ ଦିନରେ ପନ୍ତ ଅପରାଜିତ ୬୫ ରନ କରିଥିଲେ। ଆଜି ଆରମ୍ଭରୁ ସେ ଆଟାକିଂ ଶଟ ଖେଳି ବ୍ରେଣ୍ଡନ କାର୍ସେଙ୍କୁ ୨ଟି ଚୌକା ମାରିଥିଲେ। ଏହାପରେ ଶୋଏବ ବଶିରଙ୍କୁ ଗୋଟି ଚୌକା ଓ ଛକା ମାରି ନିଜ ସ୍କୋରକୁ ୯୦ରେ ପହଞ୍ଚାଇ ଦେଇଥିଲେ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!