Monday, September 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

“ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କ ଅଲଭ୍ୟ ପୁସ୍ତକ ଉନ୍ମୋଚିତ “

by ସଞ୍ଜୟ ସ୍ୱାଇଁ
June 22, 2025
in Literature, Nayagarh, State
“ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କ ଅଲଭ୍ୟ ପୁସ୍ତକ ଉନ୍ମୋଚିତ “
98
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଜ୍ଞାନ ପ୍ରକାଶର ନବମ  ବାର୍ଷିକ ଉତ୍ସବ ଓ  ନେସନାଲ୍  କନଫରେନ୍ସ -୨୦୨୫ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜ୍ଞାନ ପ୍ରକାଶ ପତ୍ରିକା ଉନ୍ମୋଚନ ସହ ଆଦର୍ଶ ଶିକ୍ଷକ,ଲେଖକ ଓ କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କର  ପ୍ରଥମ  କବିତା ସଂଙ୍କଳନ ଅଲଭ୍ୟ ପୁସ୍ତକ ଉନ୍ମୋଚନ ହୋଇଯାଇଛି ।ସମ୍ବର୍ଦ୍ଧନା ପର୍ବରେ ପ୍ରତାପ କୁମାର ପରିଡ଼ାଙ୍କୁ ଶିକ୍ଷା ଓ ସାହିତ୍ୟ ସମ୍ମାନ ୨୦୨୫ରେ ସମ୍ମାନିତ କରାଯାଇଥିଲା। ମୁଖ୍ୟ ଅତିଥି ବ୍ୟଙ୍ଗକବି ଜ୍ଞାନ ହୋତା ଓ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରର ପ୍ରଫେସର ଲକ୍ଷ୍ମୀଧର ବେହେରା ସାର୍ ,କୋଠଘର ପ୍ରତିଷ୍ଠାତା ସମ୍ପାଦିକା ଅମ୍ବିକା ସ୍ବାଇଁ ଓ ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ ଓ ଜ୍ଞାନ ପ୍ରକାଶର ପ୍ରତିଷ୍ଠାତା ସମ୍ପାଦକ ଜ୍ଞାନଚାନ୍ଦ ଶତପଥୀ  ମଞ୍ଚ ପରିଚାଳନା  ଓ ଧନ୍ୟବାଦ ଅର୍ପଣ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!