Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସରକାରୀ ସ୍କିମ୍‌ ଜାଣି ନାହାନ୍ତି ଲୋକେ : ରାଜ୍ୟପାଳ

by ସଞ୍ଜୟ ସ୍ୱାଇଁ
June 23, 2025
in Feature News
ସରକାରୀ ସ୍କିମ୍‌ ଜାଣି ନାହାନ୍ତି ଲୋକେ : ରାଜ୍ୟପାଳ
133
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ ବାକି ୯୫ ପ୍ରତିଶତ ଲୋକ ଏସବୁ ସରକାରୀ ଯୋଜନା ସମ୍ପର୍କରେ ଜାଣିନାହାନ୍ତି। ଜିଲାସ୍ତରୀୟ ବୈଠକରେ ଅନୁଧ୍ୟାନ କରି ବି ମୁଁ ଦେଖିଛି ଅଫିସର ଏହା ଜାଣିନାହାନ୍ତି। ଏପରିକି ଏଲିଟ ବର୍ଗର ଲୋକେ ବି ଜାଣି ନାହାନ୍ତି ବୋଲି ରାଜ୍ୟପାଳ କ୍ଷୋଭ ପ୍ରକାଶ କରି କହିଛନ୍ତି।ପ୍ରଧାନମନ୍ତ୍ରୀ ଜୀବନ ସୁରକ୍ଷା ବୀମା ଯୋଜନାର ଉଦାହରଣ ଦେଇ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ଜୀବନ ଜ୍ୟୋତି ବୀମା ଓ ଅଟଳ ପେନସନ ଯୋଜନାରେ କେବଳ ଘରର ମୁଖିଆ ନୁହେଁ, ପରିବାରର ସବୁ ସଦସ୍ୟ ସାମିଲ ହୁଅନ୍ତୁ ବର୍ଷକୁ ୨୦ ଟଙ୍କା, ୪୩୬ ଟଙ୍କା ପ୍ରିମିୟମ୍‌ କିଏ ଦେଇ ନ ପାରିବ ବୋଲି କହିଛନ୍ତି ରାଜ୍ୟପାଳ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!