Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆତ୍ମହତ୍ୟା କଲେ ଯୁବକ

by ସଞ୍ଜୟ ସ୍ୱାଇଁ
March 14, 2021
in Crime, State
ଆତ୍ମହତ୍ୟା କଲେ ଯୁବକ
760
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନିର୍ବନ୍ଧ ସରିଥିଲା ଆଉ ଦୁଇମାସ ପରେ ବାହାଘର ହୋଇଥାନ୍ତା । ବାହାଘର ପୂର୍ବରୁ ଆଜି ଯୁବକ ଜଣକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଆତ୍ମହତ୍ୟା କରିଥିବା ଯୁବକ ଜଣକ ଗାଁରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିଲେ । ସୂଚନାନୁସାରେ, ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ଥାନା ଅନ୍ତର୍ଗତ ବୁରୋଭାଡ଼ି ଗାଁର ସଚ୍ଚିଦାନନ୍ଦ ମାଝି ଆଜି ନିଜ ବିଲରେ ଥିବା ପଳାସ ଗଛରେ ଗାମୁଛା ଲଗାଇ ଆତ୍ମାହତ୍ୟା କରିଥିବା ଜଣାପଡିବା ପରେ ଘଟଣାସ୍ଥଳରେ ପୁଲିସ ପହଞ୍ôଚଥିଲା । ଶବ ଜବତ କରିବା ସହି ଶବ ବେବଚ୍ଛେଦ ପାଇଁ ଡାକ୍ତରଖାନାକୁ ପଠାଇଥିବା ଜଣାପଡିଛି । ସଚ୍ଚିଦାନନ୍ଦ ଆତ୍ମହତ୍ୟା କରିଥିବା ସଂପର୍କରେ ପରିବାର ଲୋକ ପାଟି ଖୋଲି ନଥିବା ବେଳେ ସଚ୍ଚିଦାନନ୍ଦ ଆତ୍ମହତ୍ୟାର ରହସ୍ୟ ଜଣାପଡିନାହିଁ । ପୁଲିସ ଏନେଇ ତଦନ୍ତ ଜାରି ରଖିଥିବା ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!