Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଲେଶ୍ୱରର ତାତି ନୟାଗଡରେ

by ସଞ୍ଜୟ ସ୍ୱାଇଁ
August 29, 2025
in Feature News
ବାଲେଶ୍ୱରର ତାତି ନୟାଗଡରେ
74
VIEWS
Share on FacebookShare on Twitter

ଏଫ୍‌ଏମ୍ ବିଶ୍ୱ ବିଦ୍ୟାଳୟ ଛାତ୍ରୀ ସୈାମ୍ୟାଶ୍ରୀ ମୃତ୍ୟୁ ଘଟଣା:ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ

ନୟାଗଡ଼, (ବାଘୁଆବାର୍ତ୍ତା): ବାଲେଶ୍ୱର ଏଫ୍‌ଏମ୍ ବିଶ୍ୱ ବିଦ୍ୟାଳୟରେ ଘଟିଥିବା ଅଘଟଣରେ ଛାତ୍ରୀ ସୈାମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ନୟାଗଡ଼ ଜିଲ୍ଲା ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ବିକ୍ଷୋଭ ପଦର୍ଶନ କରାଯାଇଛି । ବିଜୁ ଛାତ୍ର ଜନତା ଦଳ ଜିଲ୍ଲା ସଭାପତି ନୀଳମାଧବ ପଣ୍ଡାଙ୍କ ଆହ୍ୱାନ କ୍ରମେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ସାମ୍ନାରେ ଅନୁଷ୍ଠିତ ବିକ୍ଷୋଭ କାର୍ଯ୍ୟକ୍ରମରେ ଶହ ଶହ ଛାତ୍ରଛାତ୍ରୀ ସାମିଲ ହୋଇ ସରକାରଙ୍କ ବିରୁଦ୍ଧରେ ନାରାବାଜି କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରୁଜଙ୍କ ବ୍ୟାନରରେ ନିଆଁ ଲଗାଇ ଦିଆଯାଇଛି । ରାଜ୍ୟ ସରକାରଙ୍କ ଅବହେଳା ପାଇଁ ଜଣେ ଛାତ୍ରୀଙ୍କ ଜୀବନ ଚାଲି ଯାଇଥିବା ଛାତ୍ରନେତାମାନେ ଅଭିଯୋଗ କରିଛନ୍ତି ।

ଛାତ୍ର କଂଗ୍ରେସ ନେତା ଅମୁଲ୍ୟ ସାହୁ, ସଞ୍ଜୀବ କୁମାର ମିଶ୍ର, ପ୍ରମୋଦ କୁମାର ସାହୁ ପ୍ରମୂଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏହି ଅବସରରେ ସଂନ୍ଧ୍ୟାରେ ନୟାଗଡ଼ ସ୍ୱୟଂ ଶାସିତ ମହାବିଦ୍ୟାଳୟ ନାରାୟଣୀ ମନ୍ଦିରଠାରୁ ଗୋଲେଇ ଛକ ପର୍ଯ୍ୟନ୍ତ ଏକ କ୍ୟାଣ୍ଡେଲ୍ ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା । ମୃତ ସୈାମ୍ୟାଶ୍ରୀଙ୍କ ଅମରଆତ୍ମର ସଦଗତି କାମନା କରିଯିବା ସହ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଦାବି କରାଯାଇଥିଲା ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!