Friday, September 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକ ଉତ୍ସବ ଓ କର୍ମକର୍ତ୍ତା ଚୟନ

by ସଞ୍ଜୟ ସ୍ୱାଇଁ
April 3, 2026
in Nayagarh
ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକ ଉତ୍ସବ ଓ କର୍ମକର୍ତ୍ତା ଚୟନ
133
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଶ୍ରୀଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚ, ବାଉଁଶିଆପଡ଼ାର  କର୍ମକର୍ତ୍ତା ଚୟନ  ଓ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଜନନୀ ଉଚ୍ଚ ବିଦ୍ୟାଳୟ, ବାଉଁଶିଆପଡା ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ସମ୍ପାଦକ ଦୁର୍ଯ୍ୟୋଧନ ସାହୁ ଯୋଗଦାନ କରି ବରିଷ୍ଠ ନାଗରିକ ମାନଙ୍କ ସୁପରାମର୍ଶ ଆଜିର ଯୁବ ସମାଜ ପାଇଁ ପ୍ରେରଣାର ଉତ୍ସ ପାଲଟିଛି ବୋଲି ମତବ୍ୟକ୍ତ କରିବା ସହିତ ସମସ୍ତଙ୍କ ଶୁଭକାମନା କରିଥିଲେ। ବରିଷ୍ଠ ନାଗରିକ ମଞ୍ଚ ସଭାପତି ରଘୁନାଥ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ସମ୍ପାଦକ ବୈକୁଣ୍ଠ ନାଥ ଦାସ, କୋଷାଧ୍ୟକ୍ଷ ନିତ୍ୟାନନ୍ଦ ରାଉତରାୟ, ଉପଦେଷ୍ଟା ତ୍ରିନାଥ ନାୟକ ଏବଂ ସଂଯୋଜକ ବୈକୁଣ୍ଠ ନାଥ ଜେନା ପ୍ରମୁଖ ଯୋଗଦାନ କରି ନିଜ ନିଜର ବକ୍ତବ୍ୟ ରଖିଥିଲେ। ଏହି ସଭାରେ ବାଉଁଶିଆପଡା ଅଞ୍ଚଳର ପ୍ରାୟ ୮୦ ଜଣ ସଦସ୍ୟ ଯୋଗଦାନ କରିଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!