Tuesday, September 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ:ସରକାରୀ ସହାୟତା ପାଇଁ ଦାବି

by ସଞ୍ଜୟ ସ୍ୱାଇଁ
April 6, 2026
in Nayagarh
ବଜ୍ରପାତରେ ବୃଦ୍ଧଙ୍କ ମୃତ୍ୟୁ:ସରକାରୀ ସହାୟତା ପାଇଁ ଦାବି
330
VIEWS
Share on FacebookShare on Twitter

ରଣପୁର, (ବାଘୁଆବାର୍ତ୍ତା): ନୟାଗଡ ଜିଲ୍ଲାର ରଣପୁର ବ୍ଲକ ଅନ୍ତର୍ଗତ ଲୁଣିସାହି ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ବଜ୍ରପାତ ଘଟଣା ସମଗ୍ର ଅଞ୍ଚଳକୁ ଶୋକାକୁଳ କରିଦେଇଛି। ଏହି ଦୁର୍ଘଟଣାରେ ରବି ବେହେରା (୬୧) ନାମକ ଜଣେ ବୃଦ୍ଧଙ୍କ ଜୀବନ ଚାଲିଯାଇଛି। ସୂଚନାନୁସାରେ, ରବି ବେହେରା ନିଜ ଦୈନିକ କାମରେ ବିଲକୁ ଯାଇ ଛେଳି ଚରାଉଥିବା ସମୟରେ ହଠାତ୍ ଆକାଶ ମେଘାଚ୍ଛନ୍ନ ହୋଇ ପ୍ରବଳ ବର୍ଷା ସହ ଘଡଘଡି ଓ ବିଜୁଳି ପଡ଼ିଥିଲା। ଅଚାନକ ବଜ୍ରପାତର ଆଘାତରେ ସେ ଗୁରୁତର ଭାବେ ଆହତ ହୋଇ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିବା ଜଣାପଡ଼ିଛି। ଘଟଣା ପରେ ଲୁଣିସାହି ଗ୍ରାମରେ ଶୋକର ଛାୟା ଛାଇଯାଇଛି। ପରିବାରର ମୁଖ୍ୟ ଉପାର୍ଜନକାରୀଙ୍କୁ ହରାଇ ପରିବାର ଏବେ ଦୁଃଖ ଓ ଅସହାୟତାରେ ଭାଙ୍ଗି ପଡିଛନ୍ତି । ମୃତକଙ୍କ ପରିବାର ଅର୍ଥନୈତିକ ଭାବେ ଦୁର୍ବଳ ଥିବାରୁ ସ୍ଥାନୀୟ ଗ୍ରାମବାସୀ ଓ ସମାଜସେବୀମାନେ ସରକାରଙ୍କୁ ତୁରନ୍ତ ଆର୍ଥିକ ସହାୟତା  ଯୋଗାଇବା ପାଇଁ ଜୋରଦାର ଦାବି କରିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!