Monday, August 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଆ ପକ୍ଷ:ମନ୍ଦିର ଓ ପୁଷ୍କରିଣୀ ପରିସର ସଫେଇ

by ସଞ୍ଜୟ ସ୍ୱାଇଁ
April 6, 2026
in Nayagarh
ଓଡ଼ିଆ ପକ୍ଷ:ମନ୍ଦିର ଓ ପୁଷ୍କରିଣୀ ପରିସର ସଫେଇ
93
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବର୍ତ୍ତା): ନୟାଗଡ଼ ପୌରପରିଷଦ ପକ୍ଷରୁ ଏକ ସ୍ୱତନ୍ତ୍ର ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସହରର ବିଭିନ୍ନ ପ୍ରସିଦ୍ଧ ମନ୍ଦିର ଓ ପୁଷ୍କରିଣୀ ପରିସରକୁ ସ୍ୱଚ୍ଛ ରଖିବା ଉଦ୍ଦେଶ୍ୟରେ ପୌର ପ୍ରଶାସନ ପକ୍ଷରୁ ଏହି ଅଭିଯାନ ହାତକୁ ନିଆଯାଇଛି। ନୟାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଦକ୍ଷିଣକାଳୀଙ୍କ ମନ୍ଦିର ପ୍ରାଙ୍ଗଣରୁ ଏହି ସଫେଇ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଥିଲା। ଏହାପରେ ଜଗନ୍ନାଥ ମନ୍ଦିର, ସାଗର ପୋଖରୀ ଏବଂ ରାମ ମନ୍ଦିର ପରିସରରେ ପୌର କର୍ମଚାରୀଙ୍କ ସହାୟତାରେ ବ୍ୟାପକ ସଫେଇ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ପୌର ପରିଷଦ ଅଧ୍ୟକ୍ଷା  ନିରୁପମା ଖଟେଇ, ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର ଏବଂ ପୌର ପରିଷଦର ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା ପ୍ରମୁଖ ଯୋଗଦେଇ ନିଜେ ସଫେଇ କାର୍ଯ୍ୟରେ ସାମିଲ ହୋଇଥିଲେ। ଜନସାଧାରଣଙ୍କ ମଧ୍ୟରେ ସ୍ୱଚ୍ଛତା ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଅତିଥିମାନେ ଏହି ଅବସରରେ ଆହ୍ୱାନ ଦେଇଥିଲେ। ପୌରପରିଷଦର ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟକ୍ରମ ପରିଚାଳିତ ହୋଇଥିବା ବେଳେ ପୌରପରିଷଦର ବହୁ କର୍ମଚାରୀ ଏଥିରେ ସକ୍ରିୟ ଅଂଶଗ୍ରହଣ କରିଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!