Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଆ ପକ୍ଷ ଅବରସରରେ ସ୍ବେଛାକୃତ ରକ୍ତଦାନ ଶିବିର

by ସଞ୍ଜୟ ସ୍ୱାଇଁ
April 8, 2026
in Nayagarh
ଓଡ଼ିଆ ପକ୍ଷ ଅବରସରରେ ସ୍ବେଛାକୃତ ରକ୍ତଦାନ ଶିବିର
111
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ଓଡ଼ିଆ ପକ୍ଷ ଚଳିତ ମାସ ୧ତାରିଖରୁ ୧୪ ତାରିଖ ପର୍ବ ପାଳନ ଅବସରରେ ଏକ ସ୍ବେଛାକୃତ ରକ୍ତଦାନ ଅଭିଯାନ ନୟାଗଡ଼ ରକ୍ତ ଭଣ୍ଡାର ତରଫରୁ ଦୁଇଟି ସ୍ଥାନରେ ସ୍ବେଛାକୃତ ରକ୍ତଦାନ ଶିବିର ସଫଳତାର ସହ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ରେଡ଼କ୍ରସ ଭଲ୍ୟୁଣ୍ଟିୟର ଫୋରମ, ନୟାଗଡ଼ ଏବଂ ଜିଲ୍ଲା ‌ ସ୍ୱାସ୍ଥ୍ୟ ବିଭାଗ ମିଳିତ ସହଯୋଗରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରେ ଏବଂ ଗଣିଆର ଏସ.ଏସ.ଆର.ଏନ.ଜୀଉ ମହାବିଦ୍ୟାଳୟ, ଆଡ଼କଟା ଠାରେ ଅନୁଷ୍ଠିତ ହୋଇଯାଇଛି ।

ଏଥିରେ ଜିଲ୍ଲା ପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ମଧୁମିତା ରଥ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ।ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ନୀଳିମା ଲାକ୍ରା, ଏ.ଡି.ଏମ.ଓ ଡ଼ଃ ସୁଶାନ୍ତ କୁମାର ବେହେରା, ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସ, ଡେପୁଟି କଲେକ୍ଟର ତପତି ରାଜ, ନୟାଗଡ଼ ତହସିଲଦାର ରାଜେଶ କେଶରୀ ସ୍ୱାଇଁ, ଡି.ପି.ଏମ ପ୍ରକାଶ ଚନ୍ଦ୍ର ବାନାର୍ଜୀ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଆଦି ରକ୍ତ ଦାନ ଶିବିର ରେ ଉପସ୍ଥିତ ରହି ରକ୍ତ ଦାତା ମାନଙ୍କୁ ଉତ୍ସାହିତ କରିଥିଲେ । ୩୦ ଜଣ ରକ୍ତଦାତା ରକ୍ତଦାନ କରିଥିଲେ । ସମସ୍ତଙ୍କ ସହଯୋଗ ଓ ଉପସ୍ଥିତି ଦ୍ୱାରା କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!