Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବକାରୀ ପୋଲିସର ସଫଳତା:୧୪୪କେଜି ଗଞ୍ଜେଇ,୪ଗିରଫ୍

by ସଞ୍ଜୟ ସ୍ୱାଇଁ
April 13, 2026
in Nayagarh
ଅବକାରୀ ପୋଲିସର ସଫଳତା:୧୪୪କେଜି ଗଞ୍ଜେଇ,୪ଗିରଫ୍
93
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଅବକାରୀ ପୋଲିସ୍ କୁ ମିଳିଛି ବଡ଼ ସଫଳତା। ୧୪୪କେଜି ଗଞ୍ଜେଇ ଜବତ କରିବା ସହ ୪ଜଣଙ୍କୁ ଗିରଫ୍ କରିବାରେ ସଫଳ ହୋଇଛି। ଗିରଫ ହୋଇଥିବା ଅଭିଯୁକ୍ତ ମାନେ ହେଲେ ବୁଲୁ ଦିଗଲ, ବିପ୍ରଚରଣ ଦିଗଲ, ପ୍ରଶାନ୍ତ ଦିଗଲ, ସାମନ୍ତ ଦିଗଲ ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାନୁସାରେ, ନୟାଗଡ଼ ଅବକାରୀ ଅଧିକାରୀ ଜ୍ଞାନରଜନ ପଣ୍ଡା ନିର୍ଦ୍ଦେଶକ କ୍ରମେ ଅବକାରୀ ଆରଖି ଅଧିକ୍ଷକ ରମେଶ ଚନ୍ଦ୍ର ମହାନ୍ତି ଦଳବଳ ଓ ଓଆଇସି ବାଦଲ ସାମଲ ଉଭୟ ସଦଳବଳ ନେଇ ଛକି ରହିଥିଲେ। ଉଭୟ ସଦଳ ବଳ ନେଇ ଛକି ରହିଥିଲେ। ତେବେ ବିଶେଷ ସୂତ୍ରରୁ ଖବର ପାଇ ଡିଜେଆର ଗାଡ଼ି ସହ ୪ଜଣଙ୍କୁ ଗିରଫ୍ କରିବା ସହ ୧୪୪କେଜି ଗଞ୍ଜେଇ ଜବତ କରାଯାଇଛି। ଗିରଫ୍ ହୋଇଥିବା ଅଭିଯୁକ୍ତ କୋର୍ଟ ଚାଲାଣ କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!