Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

by ସଞ୍ଜୟ ସ୍ୱାଇଁ
April 16, 2026
in Nayagarh
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା
351
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ବଦଳୁନି ନୟାଗଡ଼ ଶିକ୍ଷା ବିଭାଗର ନୀତି। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଅଗୋଚରରେ ଚାଲିଛି ଅନେକ କାମ। ଶିକ୍ଷକ ମାନଙ୍କ  ନାମରେ କିମ୍ୱା ସଂମ୍ପର୍କୀୟଙ୍କ ନାମରେ ବେସରକାରୀ ବିଦ୍ୟାଳୟ ଖୋଲିବାର ଅନୁମତି ନଥିବା ବେଳେ, ଏଠି ସିଆରସିସି ବାବୁ ନିଜେ ସର୍ବେସର୍ବା ପାଲଟିଥିବା ନେଇ ବିଶେଷ ସୂତ୍ରରୁ ଜଣାପଡ଼ିଛି। ଏବଂ ବିଭିନ୍ନ ସମୟରେ ସହକାରୀ ଶିକ୍ଷକ ଓ ଶିକ୍ଷୟତ୍ରୀ ମାନଙ୍କୁ ମଧ୍ୟ ହଇରାଣ ହରକତ କରୁଥିବା ମଧ୍ୟ ଅଭିଯୋଗ ଶୁଣିବାକୁ ମିଳିଛି । ଏଭଳି ଅଭିଯୋଗ ଆସିଛି ଇଟାମାଟି ସିଆରସିସିଙ୍କ ନାମରେ। ଏମିତିକି ସିଆରସିସିଙ୍କର ଏକ ଘରୋଇ ବିଦ୍ୟାଳୟ ଥିବା ବେଳେ ସରକାରୀ ବିଦ୍ୟାଳୟରେ କୋଉଠି ଶିକ୍ଷକ ଅଛନ୍ତି, କୋଉଠି ଶିକ୍ଷକ ନାହାନ୍ତି ତାହା ସଠିକ୍ ଭାବେ ଉପରିସ୍ଥ ଅଧିକାରୀଙ୍କ ସମ୍ମୁଖରେ ଉପସ୍ଥାପନ କରୁନଥିବା ଜଣାପଡିଛି। ଯାହାଫଳରେ ଶିକ୍ଷକ ଅଭାବ ଥିବା ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହେଉଥିବା ଜଣାପଡ଼ିଛି। ତେବେ ଏସବୁ ଘଟଣା ଜିଲ୍ଲା ଶିକ୍ଷା ଅଧିକାରୀ ଅବଗତ ଅଛନ୍ତି ନା ଅବଗତ ନାହାନ୍ତି ତାହା ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ଏଥିପ୍ରତି ଜିଲ୍ଲା ଶିକ୍ଷା ଅଧିକାରୀ ଦୃଷ୍ଟି ଦେବାକୁ ବୁଦ୍ଧିଜୀବୀ ମହଲର ଦାବି କରାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!