Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଲେ ବିଜେଡିର ସାଂସଦ ଦଳ

by ସଞ୍ଜୟ ସ୍ୱାଇଁ
March 15, 2021
in Politics
ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଲେ ବିଜେଡିର ସାଂସଦ ଦଳ
64
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା); ଆଜି ବିଜୁ ଜନତା ଦଳ(ବିଜେଡି)ର ଲୋକସଭା ଓ ରାଜ୍ୟସଭାର ସାଂସଦମାନେ  ମଣ୍ଡିରେ ପଡ଼ିଥିବା ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଓ ଚାଷୀମାନଙ୍କୁ ବକେୟା ସବ୍‌ସିଡି ପ୍ରଦାନ କରିବା ଦାବିରେ ଖାଦ୍ୟ ଏବଂ ଯୋଗାଣ ମନ୍ତ୍ରୀ ପିୟୂଷ ଗୋଏଲ୍‌ଙ୍କୁ ଭେଟିଛନ୍ତି। ବିଜେଡି ସାଂସଦଙ୍କ ପ୍ରତିନିଧି ଦଳ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟି ଚାଷୀଙ୍କ ସମସ୍ୟା ଉପସ୍ଥାପନ କରିବା ସହ ସେମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ତ୍ବରାନ୍ବିତ କରିବାକୁ ସ୍ମାରକ ପତ୍ର ଦେଇଛନ୍ତି। ସାଂସଦଙ୍କ ସହ ଆଲୋଚନା ପରେ କେନ୍ଦ୍ରମମନ୍ତ୍ରୀ ଗୋଏଲ ଏହି ପ୍ରସଂଗରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଓଡ଼ିଶାର ଦାବି ପୂରଣ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!