Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ

by ସଞ୍ଜୟ ସ୍ୱାଇଁ
April 24, 2026
in Crime
ପୁରୁଣା ଗାଡ଼ି ଚୋରୀ ମାମଲା:ଫେରାର ଆସାମୀ ଗିରଫ
38
VIEWS
Share on FacebookShare on Twitter

କନ୍ଧମାଳ, (ବାଘୁଆବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ପୋଲିସ ଜଣେ ପୁରୁଣା ଚୋରି କେସରେ ଅଭିଯୁକ୍ତକୁ ଗିରଫ କରି ଫୁଲବାଣୀ ଏସଡିଜେଏମ କୋର୍ଟକୁ ଚାଲାଣ  କରିଛନ୍ତି । ସୂଚନାନୁସାରେ, ଟିକାବାଲି ଥାନା ଶଙ୍କରାଖୋଲା ଗ୍ରାମର ଗୋକୁଳାନନ୍ଦ ପ୍ରଧାନ ଙ୍କ ପୁଅ  ପ୍ରଭାକର ପ୍ରଧାନ,(୪୩) ପୂର୍ବରୁ ତିନୋଟି ଚୋରି ମାମଲାରେ କେସ ନଂ.୧୫୮/୧୮  ଜି. ଉଦୟଗିରି ଥାନା,  ୪୯୬/୧୮ ବାଲିଗୁଡା ଥାନା, ୨୦୪/୨୦ ହିଞ୍ଜିଳିକାଟୁ ଥାନାରେ  ଅଭିଯୁକ୍ତ ହୋଇ ପୋଲିସ ହାତରୁ ଖସି ଫେରାର ଥିଲେ । ଗୁରୁବାର ଟିକାବାଲି ପୋଲିସ ଥାନା ଅଧିକାରୀ ସମୀର କୁମାର ବେହେରାଙ୍କ ନେତୃତ୍ୱରେ ଏଏସଆଇ ଅବନୀ ପ୍ରଧାନ ଓ  ପଞ୍ଚାନନ ମଲିକ ସହଯୋଗରେ ସଦଳବଳ ଅଭିଯୁକ୍ତ ପ୍ରଭାକର ପ୍ରଧାନଙ୍କୁ ଗିରଫ କରି ଫୁଲବାଣୀ ଏସଡିଜେଏମ କୋର୍ଟ କୁ ଚାଲାଣ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!