Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

by ସଞ୍ଜୟ ସ୍ୱାଇଁ
April 25, 2026
in Nayagarh
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍
16
VIEWS
Share on FacebookShare on Twitter

  ନୟାଗଡ଼, (ବାଘୁଆବାର୍ତ୍ତା): ସିଏମ ଟ୍ରଫି ଆନ୍ତଃ କ୍ଲବ ଓ ଆନ୍ତଃ ଜିଲ୍ଲା ଫୁଟବଲ୍ ଟୁର୍ଣ୍ଣାମେଣ୍ଟ  ପରିପ୍ରେକ୍ଷୀରେ ନୟାଗଡ ସ୍ଥିତ ଖେଳ ପଡିଆରେ ଦ୍ବିତୀୟ ଦିନର ଖେଳ ଅନୁଷ୍ଠିତ ହୋଇ ଯାଇଛି। ଦ୍ବିତୀୟ ଦିନର ଖେଳ ମୂଖ୍ୟତଃ ଦୁଇ ଗାର୍ଲ୍ସ ଟିମ୍ ମଧ୍ୟରେ ହୋଇ ଯାଇଛି। ଏହି ଖେଳରେ ଶରଣକୁଳ ଗାର୍ଲ୍ସ ଟିମ୍ ସୋଲପଟା ଗାର୍ଲ୍ସ ଟିମ ପରସ୍ପରକୁ ଭେଟିଥିଲେ ।  ତେବେ ନିର୍ଦ୍ଧାରିତ ସମୟରେ କହି କାହାରିକୁ ଗୋଲ ଦେଇ ନପାରିବାରୁ ମ୍ୟାଚ୍ ଅମୀମାଂସିତ ଭାବେ ଶେଷ ହୋଇଥିଲା। ତେବେ ଏହି ଦୁଇ ଟିମ୍ ଲିଗ୍ ପର୍ଯ୍ୟାୟରେ ପୁନଶ୍ଚ ପରସ୍ପରକୁ ଭେଟିବେ ବୋଲି ଜଣାପଡ଼ିଛି। ଏହି ମ୍ୟାଚରେ ମୂଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ଉଭୟ ଦଳର ଖେଳାଳିଙ୍କୁ ଖେଳ କ୍ଷେତ୍ରରେ ଜିଲ୍ଳାର ମାଇଲଖୁଣ୍ଟ ହେବାକୁ ଆହ୍ୱାନ ଦେଇଥିଲେ। ଏହି ଖେଳରେ ବରିଷ୍ଠ ସାମ୍ୱାଦିକ ରାମକୃଷ୍ଣ ରଥ ଧାରାବୀବରଣୀ ପ୍ରଦାନ କରିଥିବାବେଳେ ମୁଖ୍ୟ ରେଫରୀ ଭାବେ ବିଶ୍ୱଜିତ୍ ମାହାପାତ୍ର ଭାବେ ମ୍ୟାଚ ପରିଚାଳନା କରିଥିଲେ। ସେହିପରି ସହାୟକ ରେଫରି ଭାବେ ଲାଇନରେ ପ୍ରକାଶ ବିଶ୍ବାଳ, ପ୍ରତାପ ମୁଦୁଲି ରହିଥିଲେ|ମ୍ୟାଚ୍ କମିସନର ଭାବେ କମରୁଦ୍ଦିନ ଖାଁ ଥିଲେ।ଜିଲ୍ଲା ଆଥଲେଟିକ ଆସୋସିଏସନ ର ସଂମ୍ପାଦକ ଅଶେଷ କୁମାର ଦାଶଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ଆସୋସିଏସନର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହି ଖେଳକୁ ଆଗେଇ ନେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!