Friday, June 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ

by ସଞ୍ଜୟ ସ୍ୱାଇଁ
April 28, 2026
in Nayagarh, Sports
ରାଜ୍ୟସ୍ତରୀୟ ଟାଇକୋଣ୍ଡରେ ପ୍ରତିଯୋଗିତା:ନୟାଗଡ ଜିଲ୍ଲାକୁ ମିଳିଲା ୨ ସ୍ବର୍ଣ୍ଣ, ୩ ରୌପ୍ୟ ଓ ୨ କାଂସ୍ୟ ପଦକ
23
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): କଟକର ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ୩ୟ ରାଜ୍ୟସ୍ତରୀୟ ଓପନ ଟାଇକୋଣ୍ଡ ଚମ୍ପିୟନସିପ ୨୦୨୬ ଚଳିତ ମାସରେ ତିନି ଦିନ ଧରି ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ନୟାଗଡ ମାର୍ଶାଲ ଆର୍ଟ ଆକାଡେମୀ, ନୂଆ ରାଜବାଟି, ନୟାଗଡର ମୋଟ ୭ ଜଣ ଖେଳାଳି ତଥା ଟିମକୋଚ ଶିବାନନ୍ଦ ରାୟଗୁରୁ ତଥା ଟିମ ମ୍ୟାନେଜର ସୌମ୍ୟରଞ୍ଜନ ସାହୁ ଏବଂ ଜାତିୟ ରେଫରୀ ଆସିସ ଓମ ପ୍ରକାଶ ଭାଗ ନେଇଥିଲେ, ସେଥିମଧ୍ୟରୁ କ୍ୟାଡେଟ ବିଭାଗରେ ସାସ୍ବତ ସମ୍ବିତ ପ୍ରଧାନ ସ୍ବର୍ଣ୍ଣପଦକ, ଅଜିତେସ ପ୍ରଧାନ ରୌପ୍ୟପଦକ, ଶ୍ରୀୟାସି ସାହୁ ରୌପ୍ୟପଦକ ଏବଂ ଅଖିଳେଶ ମହାନ୍ତି କାଂସ୍ୟପଦକ ହାସଲ କରିଥିବା ବେଳେ ସବ-ଜୁନିୟର ବିଭାଗରେ ପ୍ରିତମ ପିୟୁସ ମିଶ୍ର ସ୍ବର୍ଣ୍ଣପଦକ, ଏସ ମମରାଜ ସାହିବ ରୌପ୍ୟପଦକ ଏବଂ ଦେବାଶିଷ ପ୍ରଧାନ କାଂସ୍ୟପଦକ ହାସଲକରି ମୋଟ ୭ଟି ପଦକ ହାସଲକରି ନୟାଗଡ ଜିଲ୍ଲାକୁ ଗୌରବାନ୍ବିତ କରିବା ସହିତ ଅଭିଭାବକ ତଥା ଖେଳପ୍ରେମୀ ମଧ୍ଯରେ ଆନନ୍ଦ ଲହଢି ଖେଳିଯାଇଛି, ନୟାଗଡ ଜିଲ୍ଲା ଟାଇକୋଣ୍ଡ ସଂଘର ସାଧାରଣ ସମ୍ପାଦକ ମାଷ୍ଟର ପ୍ରଦୀପ ଜେନା ଖେଳାଳିମାନଙ୍କୁ ଅଭିନନ୍ଦନ ଜଣାଇଥିବା ନେଇ ନୟାଗଡ ମାର୍ଶାଲ ଆର୍ଟ ଆକାଡେମୀର ମୂଖ୍ଯ ପ୍ରଶିକ୍ଷକ ତଥା ପ୍ରତିଷ୍ଠାତା ମାଷ୍ଟର ଭବାନୀ ଶଙ୍କର ରାୟଗୁର ଆମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!