Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟରୁ ୧୧୫ ୟୁନିଟ୍ ରକ୍ତ ସଂଗୃହିତ

by ସଞ୍ଜୟ ସ୍ୱାଇଁ
March 15, 2021
in Nayagarh
ନୟାଗଡ଼ ସ୍ୱଂୟ ଶାସିତ ମହାବିଦ୍ୟାଳୟରୁ ୧୧୫ ୟୁନିଟ୍ ରକ୍ତ ସଂଗୃହିତ
254
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା); ଓଡ଼ିଶା ମୋ ପରିବାର, ଜୀବନ ବନ୍ଦୁ ଆନୁକୁଲ୍ୟରେ ଆଜି ମହାବିଦ୍ୟାଳୟ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆୟୋଜିତ ଏହି ରକ୍ତଦାନ ଶିବିରରେ ଛାତ୍ର ଜନତା ଦଳ ସଭାପତି ନୀଳମାଧବ ପଣ୍ଡା, ଉପସଭାପତି ଆଦିତ୍ୟ ନାରାୟଣ ସାହୁ, ସାଧାରଣ ସଂପାଦକ ପ୍ରମୋଦ କୁମାର ସାହୁ, ଏସ୍.କେ ଇବ୍ରାହିମ୍, ସଂଜୀବ କୁମାର ମିଶ୍ର, ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ଗୁରୁପ୍ରସାଦ ଜେନା, ସମାଜସେବୀ ଦାମୋଦର ସାହୁ, ଦୁର୍ଯ୍ୟୋଧନ ବେହେରା, ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୂକ ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ଆଜି ସମୁଦାୟ ୧୧୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିବା ଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!