Wednesday, May 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

by ସଞ୍ଜୟ ସ୍ୱାଇଁ
May 27, 2026
in Nayagarh
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ
12
VIEWS
Share on FacebookShare on Twitter

  ନୟାଗଡ଼, (ବାଘୁଆ ବାର୍ତ୍ତା): ଓଡ଼ିଶା ଲୋକ ସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା-୨ ୦୨୪ର ପରୀକ୍ଷା ଫଳ ପ୍ରକାଶ ପାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୨୦୦ଜଣ ଛାତ୍ର ଛାତ୍ରୀ ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷାରେ ବୁବୁନ ସାହୁ ରାଜ୍ୟରେ ଟପ୍ପର ହୋଇଥିବା ବେଳେ ନୟାଗଡ଼ ପୁରୁଣା ସହର ଝିଅ ପ୍ରତୀକ୍ଷା ପ୍ରିୟଦର୍ଶିନୀ ୧୪୫ ରାଙ୍କ ରଖି କୃତକାର୍ଯ୍ୟ ହୋଇଛନ୍ତି। ସେହିପରି ପୁରୀ ବ୍ରହ୍ମଗିରି ଅଞ୍ଚଳର ଝିଅ ଓ ନୟାଗଡ଼ ନୋତ୍ତର ଆଦର୍ଶ ବିଦ୍ୟାଳୟର ଶିକ୍ଷୟିତ୍ରୀ ରାଜଶ୍ରୀ ଜାଲ୍ଲି ୧୬୨ରାଙ୍କ ରଖି କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ଅପୂର୍ବ ସଫଳତା ପାଇବା ପରେ ପରିବାର ଓ ବିଭିନ୍ନ୍ ମହଲରୁ କୃତକାର୍ଯ୍ୟ ଛାତ୍ର ଛାତ୍ରୀ ମାନଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିବାରେ ଲାଗିଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!