Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟରେ ବନାଗ୍ନି ସଂପୂର୍ଣ୍ଣ ଆୟତ୍ତାଧିନ ରହିଛି : ଫରେଷ୍ଟ ଫାୟାର ଟାସ୍କଫୋର୍ସ

by ସଞ୍ଜୟ ସ୍ୱାଇଁ
March 15, 2021
in Feature News
ରାଜ୍ୟରେ ବନାଗ୍ନି ସଂପୂର୍ଣ୍ଣ ଆୟତ୍ତାଧିନ ରହିଛି : ଫରେଷ୍ଟ ଫାୟାର ଟାସ୍କଫୋର୍ସ
43
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା); ଶିମିଳିପାଳ ଓ ରାଜ୍ୟର ଅନ୍ୟ ଜଙ୍ଗଲରେ ଲାଗିଥିବା ନିଆଁ ସଂପର୍କରେ ଅନୁଧ୍ୟାନ ଲାଗି ଆସିଥିବା କେନ୍ଦ୍ରୀୟ ବିଶେଷଜ୍ଞ ଦଳ ସେମାନଙ୍କର କ୍ଷେତ୍ର ପରିଦର୍ଶନ ଶେଷ କରିଛନ୍ତି। ଆଜି ଏହି ଦଳ ରାଜ୍ୟ ସରକାରଙ୍କ ସହ ଏ ବାବଦରେ ଆଲୋଚନା କରିବେ ବୋଲି ସୂଚନା ଦେଇଛନ୍ତି ରାଜ୍ୟ ସରକାରଙ୍କ ବନାଗ୍ନି ଟାସ୍କଫୋର୍ସ। ଅନ୍ୟ ପକ୍ଷରେ ବନାଗ୍ନି ସଂପୂର୍ଣ୍ଣ ଭାବେ ଆୟତ୍ତାଧିନ ରହିଛି ବୋଲି ଟାସ୍କଫୋର୍ସ ପକ୍ଷରୁ କୁହାଯାଇଛି। ରାଜ୍ୟରେ ସୃଷ୍ଟି ହୋଇଥିବା ବନାଗ୍ନିକୁ ଦମନ ଓ ପ୍ରଶମନ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ବାରା ନିଆଯାଇଥିବା ତୁରନ୍ତ ପଦକ୍ଷେପ ଯୋଗୁଁ ଏହି ସମସ୍ୟାକୁ ସମ୍ପୂର୍ଣ୍ଣ ଭାବେ ଆୟତ୍ତାଧିନ କରାଯାଇପାରିଛି। ସ୍ଥାନୀୟ ଜନସାଧାରଣ, ବନ ସୁରକ୍ଷା ସମିତି ତଥା ବନବାସୀସମ୍ପ୍ରଦାୟଗୁଡ଼ିକର ସଚେତନତା କାର୍ଯ୍ୟକ୍ରମ ସହ ସହଯୋଗ ଓ ସହାୟତା ନିମନ୍ତେ ନିଆଯାଉଥିବା ପଦକ୍ଷେପଗୁଡ଼ିକ ଜାରି ରହିଛି।ରାଜ୍ୟକୁ ଆସିଥିବା କେନ୍ଦ୍ରୀୟ ଦଳ ସେମାନଙ୍କର କ୍ଷେତ୍ର ପରିଦର୍ଶନ ସମାପ୍ତ କରିସାରିଛନ୍ତି। ରାଜ୍ୟ ସରକାର ରାଜ୍ୟରେ ସୃଷ୍ଟି ହୋଇଥିବା ଅସାଧାରଣ ବନାଗ୍ନି ପରିସ୍ଥିତିକୁ ପ୍ରତିହତ କରିବା ନିମନ୍ତେ ସମ୍ପୂର୍ଣ୍ଣ ସଜାଗ ଏବଂ ପ୍ରସ୍ତୁତ ଅଛନ୍ତି। ରାଜ୍ୟରେ ବନାଗ୍ନି ସମସ୍ୟା ସମ୍ପୂର୍ଣ୍ଣ ଆୟତ୍ତାଧିନ ଅଛି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!