Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଉ ଜବତ: ୧୬ଜଣ ଗିରଫ୍

by ସଞ୍ଜୟ ସ୍ୱାଇଁ
March 16, 2021
in Crime, State
ସିନ୍ଦୁରିଆରୁ ବ୍ରାଉନ୍ ସୁଗାର ଜବତ ;୪ ଅଟକ
705
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସହରରେ ମାତିଛନ୍ତି ପାଉ ବ୍ୟବସାୟୀ । ତେଣୁ ପୁଲିସ ପାଇଁ ଏହା କଡ଼ା ଚ୍ୟାଲେଞ୍ଜ ରହିଥିବା ଜଣାପଡିଥିବା ବେଳେ ଆଜି ୩୫୦ଗ୍ରାମ ପାଉ ଜବତ କରିବା ସହିତ ୧୬ଜଣଙ୍କୁ ଗିରଫ କରିବାରେ ବଡ଼ ସଫଳତା ହାସଲ କରିଛି ପୁରୀ ପୁଲିସ । ସୂଚନାନୁସାରେ, ପୁରୀ ସହରରେ ପାଉ କାରବାର ବଢି ଚାଲିଥିବା ବେଳେ ପୁରୀ ଏସପି ଡ଼ କେ. ବିଶାଲ ସିଂଙ୍କ ପାଇଁ କଡ଼ା ଚ୍ୟାଲେଞ୍ଜ ଥିଲା । ତେଣୁ ଏସପିଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ପୁଲିସ ବିଭିନ୍ନ ସ୍ଥାନରେ ଚଢଉ କରି ୩୫୦ଗ୍ରାମ ପାଉ(ବ୍ରାଉନ ସୁଗାର)ଜବତ କରିଥିବା ବେଳେ ୧୬ଜଣଙ୍କୁ ଗିରଫ କରିଛି । ସେଥି ମଧ୍ୟରୁ ୨ଜଣ ମୁଖ୍ୟ ଯୋଗାଣକାରୀ ଥିବା ରହିଥିବା ବେଳେ ସେମାନଙ୍କ ଠାରୁ ଗୋଟିଏ କାର ଓ ଗୋଟିଏ ସ୍କୁଟି ଜବତ କରାଯାଇ ଥିବା ପୁରୀ ପୁଲିସ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!