Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟିମ୍ବର ଡିପୋରେ ଚଢଉ

by ସଞ୍ଜୟ ସ୍ୱାଇଁ
March 16, 2021
in Breaking, State
ଟିମ୍ବର ଡିପୋରେ ଚଢଉ
347
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବନ ବିଭାଗ ଓ ଭିଜିଲାନ୍ସ ଟିମର ମିଳିତ ଭାବେ ସମ୍ବଲପୁର ଫାର୍ମ ରୋଡ ଟିମ୍ବର ଡିପୋରେ ଚଢଉ କରାଯାଇଛି । ସୂଚନାନୁସାରେ, ସମ୍ବଲପୁର ଜିଲ୍ଲା ଫାର୍ମ ରୋଡ଼ସ୍ଥିତ ଟିମ୍ବର ଡିପୋକୁ ନେଇ ବନ ବିଭାଗ ଅଧିକାରୀଙ୍କ ପାଖରେ ଅଭିଯୋଗ ହୋଇଥିଲା । ଏକ ମାମଲା ମଧ୍ୟ ରଜୁ ହୋଇଥିଲା । ଉକ୍ତ ମାମଲାକୁ ନେଇ ଆଜି ଉଭୟ ବନ ବିଭାଗ ଓ ସମ୍ବଲପୁର ଭିଜିଲାନ୍ସ ଟିମ ମିଳିତ ଭାବେ ଟିମ୍ବର ଡିପୋରେ ଚଢଉ କରି ୭୫ଖଣ୍ଡ କାଠ ଗଣ୍ଡି ଜବତ କରିଥିଲେ ଯାହାର ମୂଲ୍ୟ ୩ଲକ୍ଷ ୮୨ହଜାର ଟଙ୍କା ହେବ ଅନୁମାନ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!