Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟ୍ରକ୍ ଟିପ୍ପର ମୁହାଁମୁହିଁ

by ସଞ୍ଜୟ ସ୍ୱାଇଁ
March 16, 2021
in Accident, Nayagarh
ଟ୍ରକ୍ ଟିପ୍ପର ମୁହାଁମୁହିଁ
1.1k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ସଂପଡ଼ା ନିକଟ ୫୭ନଂ ଜାତୀୟ ରାଜପଥରେ ଟ୍ରକ ଟିପ୍ପର ମୁହାଁମୁହିଁ ଧକ୍କା ହୋଇଛି । ଟ୍ରକ ଡ୍ରାଇଭର ଆହାତ ହୋଇଥିବା ଜଣାପଡିଛି । ସୂଚନାନୁସାରେ, ନୂଆଗାଁ ଥାନା ଅନ୍ତର୍ଗତ ଖୋର୍ଦ୍ଧା-ବଲାଙ୍ଗିର ୫୭ନଂ ଜାତୀୟ ରାଜପଥ ସଂପଡା ନିକଟ ଜଙ୍ଗଲ ଠାରେ ନୟାଗଡ଼ରୁ ଦଶପଲ୍ଲା ଅଭିମୁଖେ ଶୁଭମ୍ ରୋଡ ଲାଇନ୍ ଟ୍ରକ ନଂ(ଓଡି ୨୫ଜେ ୪୯୮୯) ଯାଉଥିବା ବେଳେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ଟିପ୍ପର ନଂ (ଓଡି ୩୩ଏବି ୮୨୯୯)ଟି ଆସି ଟ୍ରକକୁ ଧକ୍କା ଦେଇଥିଲା । ଯାହାଫଳରେ ଟ୍ରକ ସମ୍ମୁଖ ଭାଗ ଭାଙ୍ଗି ଯାଇଥିବା ବେଳେ ଟ୍ରକ ଚାଳକ ଆହାତ ହୋଇଥିବା ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ନୂଆଗାଁ ପୁଲିସ ପହଞ୍ôଚ ଗାଡ଼ିକୁ ଜବତ କରି ଥାନାକୁ ନେଇଥିବା ବେଳେ ଟ୍ରକ ମାଲିକ ଦେବେନ୍ଦ୍ର ପୃଷ୍ଟି ନୂଆଗାଁ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗକୁ ଭିତିକରି ଥାନାରେ କେସ ନଂ ୩୮/୨୧ରେ ଏକ ମାମଲା ଋଜୁ କରାଯାଇଥିବା ନେଇ ନୂଆଗାଁ ଥାନା ଅଧିକାରୀ ରମେଶ କୁମାର ଦେବତା ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!