Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୁଟି ନେଲେ ୨୧ଲକ୍ଷ

by ସଞ୍ଜୟ ସ୍ୱାଇଁ
March 17, 2021
in Breaking, Crime
ଲୁଟି ନେଲେ ୨୧ଲକ୍ଷ
568
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବଢି ଚାଲିଛି ଲୁଟେରାମାନଙ୍କ ପାର୍ଦୁଭାବ । ଆଇନ୍ ଆଖିରେ ଧୂଳି ଦେଇ ଦିନ ଦ୍ୱିପ୍ରହରରେ ଘଟାଇ ଚାଲିଛନ୍ତି ଡକାୟତି । ଆଖି ପିଛୁଳାକେ ବନ୍ଧୁକ ଦେଖାଇ ଲୁଟି ନେଲେ ୨୧ଲକ୍ଷ ଟଙ୍କା । ଏଭଳି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବାଘଲପୁର ଅଂଚଳରେ । ସୂଚନାନୁସାରେ, ସୁବର୍ଣ୍ଣପୁର ଜିଲ୍ଲା ବାଘଲପୁର ଅଂଚଳରେ ଥିବା ବ୍ୟାଙ୍କ ଅଫ୍ ବରୋଦା ଜଣେ ବ୍ୟାଙ୍କ କର୍ମଚାରୀ ଟଙ୍କା ଉଲୁଣ୍ଡା ଏଟିଏମକୁ ଭରିବାକୁ ଯିବା ବେଳେ ୩ଟି ବାଇକରେ ଆସିଥିବା ୬ଜଣ ବନ୍ଧୁକ ଓ ବିଭିନ୍ନ ପ୍ରକାରର ମାରଣସ୍ତ୍ର ଦେଖାଇ ୨୧ଲକ୍ଷ ଲୁଟି ନେଇଥିବା ବେଳେ ଲୁଟେରାମାନେ ଗୋଟିଏ ବାଇକ ଛାଡ଼ି ଯାଇଥିବା ଜଣାପଡିଛି । ସେପଟେ ପୁଲିସ ଖବର ପାଇ ତନାଘନା ଆରମ୍ଭ କରିଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!