Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ସୁରକ୍ଷା ସମୀକ୍ଷା କଲେ ପୁଲିସ୍ ମହାନିର୍ଦ୍ଦେଶକ

by ସଞ୍ଜୟ ସ୍ୱାଇଁ
March 17, 2021
in Feature News, State
ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ସୁରକ୍ଷା ସମୀକ୍ଷା କଲେ ପୁଲିସ୍ ମହାନିର୍ଦ୍ଦେଶକ
162
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଓଡ଼ିଶା ଗସ୍ତକୁ ନେଇ ପୁଲିସ ପକ୍ଷରୁ ପଦକ୍ଷେପ ନିଆଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଜି ପୁଲିସ ମହାନିର୍ଦ୍ଦେଶକ ଅଭୟ ସମୀକ୍ଷା କରିଛନ୍ତି । ରାଷ୍ଟ୍ରପତି ଓଡ଼ିଶାର ଭୁବନେଶ୍ୱର, ପୁରୀ ଓ ରାଉଲକେଲା ଅଂଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ଥିବା ବେଳେ ଆଜି ଡିଜିପି ଉକ୍ତ ଅଂଚଳକୁ ଯାଇ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିବା ବେଳେ ପୁଲିସ ଡିଜି ଅଭୟ ରାଜଭବନରେ ପହଞ୍ôଚ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଥିବା ଜଣାପଡିଛି । ଗସ୍ତ ସମୟରେ ରାଉଲକେଲା ଓ ପୁରୀ ଏସପି ଉପସ୍ଥିତ ରହିବା ସହିତ ଭୁବନେଶ୍ୱର ଡିସିପି ଉପସ୍ଥିତ ରହିବା ପାଇଁ ପୁଲିସ ମହାନିର୍ଦ୍ଦେଶକ ଅଭୟ ନିର୍ଦ୍ଦେଶ ଦେଇଛନ୍ତି । କୋଭିଡ୍ ପ୍ରୋଟକଲ ଭିତରେ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗସ୍ତ କରିବେ ବୋଲି ସମୀକ୍ଷା ବୈଠକରେ ଡିଜି ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!