Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ଘଟଣାରେ ଯୁବକ ଗୁରୁତର

by ସଞ୍ଜୟ ସ୍ୱାଇଁ
March 17, 2021
in Accident, Breaking, Nayagarh
ଦୁର୍ଘଟଣାରେ ଯୁବକ ଗୁରୁତର
990
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଖଣ୍ଡପଡ଼ା-ନୟାଗଡ଼ ରାସ୍ତାର ହରିହର ପ୍ରସାଦ ଛକ ନିକଟରେ ଦୁର୍ଘଟଣା ଘଟି ଜଣେ ବ୍ୟକ୍ତି ଗୁରୁତର ଥିବା ଜଣାପଡିଛି । ସୂଚନାନୁସାରେ, ନୟାଗଡ଼ ସହରର ଆଲୋକ ପଟ୍ଟନାୟକ କୌଣସି କାମରେ ଖଣ୍ଡପଡ଼ା ଯାଇଥିଲେ । ସେଠାରୁ ବାଇକରେ ଫେରୁଥିବା ବେଳେ ହରିହର ପ୍ରସାଦ ଛକ ନିକଟରେ ଦୁର୍ଘଟଣା ଘଟିଛି । ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ତାନାନ୍ତରିତ କରାଯାଇଛି । ଦୁର୍ଘଟଣାର କାରଣ ଅସ୍ପଷ୍ଟ ଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!