Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କାପାସିଟ ବିଲଡିଂ ଟ୍ରେନିଂ ଉଦଯାପିତ

by ସଞ୍ଜୟ ସ୍ୱାଇଁ
March 19, 2021
in Education, Nayagarh
କାପାସିଟ ବିଲଡିଂ ଟ୍ରେନିଂ ଉଦଯାପିତ
285
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଶିକ୍ଷା ପ୍ରତିଷ୍ଠାନ ପ୍ରଶିକ୍ଷଣ କେନ୍ଦ୍ର ରାଜସୁନାଖଳା ଠାରେ ଦୀର୍ଘ ୪ଦିନ ଧରି କାପାସିଟ ବିଲଡିଂ ଟ୍ରେନିଂ ଅନୁଷ୍ଠିତ ହୋଇଯାଇଛି । ଆଜି ଉଦଯାପନୀ ଦିବସରେ ତାଲିମ କେନ୍ଦ୍ରର ଅଧ୍ୟକ୍ଷା ଡ଼ ମଞ୍ଜୁବାଳା ସାହୁ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଉକ୍ତ ଟ୍ରେନିଂ ସମୟରେ କିଭଳି ଭାବେ ସଂକ୍ଷିପ୍ତ ପ୍ରଶ୍ନ ପ୍ରସ୍ତୁତ କରାଯିବ ସେ ସମ୍ବନ୍ଧରେ ଦକ୍ଷତା ବୃଦ୍ଧି ବିଷୟରେ ଆଲୋଚନା କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ସଂଯୋଜିକା ଚନ୍ଦ୍ରିକା ନାୟକ, ପ୍ରଶିକ୍ଷକ ମନୋରଂଜନ ଦାସ, ରାକେଶ କୁମାର ବେହେରା, ମନୋରଂଜନ ମହାପାତ୍ର ପ୍ରମୁଖ ତାଲିମ ପ୍ରଦାନ କରିଥିଲେ । ଜିଲ୍ଲାର ପ୍ରତ୍ୟେକ ବ୍ଲକରୁ ୩ଜଣ ଲେଖାଏଁ ମୋଟ ୨୪ଜଣ ଶିକ୍ଷକ ଶିକ୍ଷୟତ୍ରୀ ଲାତିମ୍ ନେଇଥିବା ଜଣାପଡିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!