ଭୁବନେଶ୍ୱର,(ବାଘୁଆବାର୍ତ୍ତା): ଭୁବନେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା । ଭୁବନେଶ୍ୱର କାର୍ଗୀଲ ବସ୍ତିରୁ ୧୯ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗ । ଅବକାରୀ ବିଭାଗ ଚଢଉ କରି ଜଣେ ମହିଳାଙ୍କ ସମେତ ମୋଟ ଦୁଇଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।