Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଫେରାଦ ଘରୋଇ ବିଦ୍ୟାଳୟ ସଂଘ

by ସଞ୍ଜୟ ସ୍ୱାଇଁ
March 19, 2021
in Feature News
ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଫେରାଦ ଘରୋଇ ବିଦ୍ୟାଳୟ ସଂଘ
481
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଘରୋଇ ବିଦ୍ୟାଳୟ ସଂଘ ଆଜି ଅନ୍ଲାଇନ୍ ଟିସି ମାଧ୍ୟମରେ ସରକାରୀ ଶିକ୍ଷାନୁଷ୍ଠାନରେ ନାମ ଲେଖାକୁ ନେଇ ଜିଲ୍ଲା ଘରୋଇ ବିଦ୍ୟାଳୟ ସଂଘ ଆଜି ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ କରିଛନ୍ତି । ଚଳିତ ବର୍ଷ ସରକାର ଅନ୍ଲାଇନ୍ ଟିସି ବ୍ୟବସ୍ଥା କରିଥିବାରୁ କେତେକ ସରକାରୀ ଶିକ୍ଷାନୁଷ୍ଠାନ ଅନିୟମିତତା କରି ପ୍ରଧାନଶିକ୍ଷକଙ୍କ ବିନା ଦସ୍ତଖତରେ ଅନ୍ଲାଇନ୍ ଟିସି ନେଇ ନାମ ଲେଖାଉଥିବା ଜଣାଯାଇଛି । ଏଭଳି ବେନିୟମ ଟିସିରେ ଚାଲୁଥିବା ନାମଲେଖାକୁ ତୁରନ୍ତ ବନ୍ଦ କରିବା ସହିତ ସଂପୃକ୍ତ ଶିକ୍ଷାନୁଷ୍ଠାନ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଘରୋଇ ବିଦ୍ୟାଳୟ ସଂଘ ଦାବି କରିଛି । ଏପରିକି ଏଭଳି ବେନିୟମ କାର୍ଯ୍ୟରୁ ନିବୃତ୍ତ ରହିବା ପାଇଁ ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନକୁ ନିର୍ଦ୍ଦେଶନାମା ଜାରି କରିବାକୁ ସଂଘ ଅନୁରୋଧ କରିଛି । ଘରୋଇ ବିଦ୍ୟାଳୟ ସଂଘ ସଭାପତି ପ୍ରଦୀପ୍ତ କିଶୋର ମିଶ୍ର, ସମ୍ପାଦକ ମଳୟ କୁମାର ଜେନାଙ୍କ ନେତୃତ୍ୱରେ ଆଜି ଅନେକ ବିଦ୍ୟାଳୟ କର୍ତ୍ତୁପକ୍ଷ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟକୁ ଯାଇ ଅଭିଯୋଗ କରିଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!