Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୩ରେ ନାଟକ ‘ଗାନ୍ଧୀଙ୍କ ଓଡ଼ିଶା’

by ସଞ୍ଜୟ ସ୍ୱାଇଁ
March 20, 2021
in Literature, Nayagarh
୨୩ରେ ନାଟକ ‘ଗାନ୍ଧୀଙ୍କ ଓଡ଼ିଶା’
218
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମହାତ୍ମାଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଆୟୋଜିତ ରାଗେଶ୍ରୀ ନିଳୟମ୍ ନୟାଗଡ଼ ଦ୍ୱାରା ‘ଗାନ୍ଧିଙ୍କ ଓଡ଼ିଶା’ ନାଟକ ଆସନ୍ତା ୨୩ତାରିଖରେ ଅନୁଷ୍ଠିତ ହେବ । ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ‘ଗାନ୍ଧିଙ୍କ ଓଡ଼ିଶା’ ନାଟକକୁ କୃଷି ଓ କୃଷକ ଶସକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ସମ୍ମାନୀତ ଅତିଥିଭାବେ ଜିଲ୍ଲାପାଳ ଡ଼ ପୋମା ଟୁଡୁ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି ସୂଚନା ମିଳିଛି । ଏହି ନାଟକଟିକୁ ନିର୍ଦ୍ଦେଶନା ଦେଇଛନ୍ତି ଶରତ ଚନ୍ଦ୍ର ଆଚାର୍ଯ୍ୟ, ସଂଗୀତ ନିର୍ଦ୍ଦେଶନା ପ୍ରଭାତ କୁମାର ଦାଶ, ନଟ୍ୟକାର ଶଙ୍କର ତ୍ରିପାଠୀ ପ୍ରମୁଖ ଅଛନ୍ତି । ୨୩ତାରିଖ ସଂଧ୍ୟା ୭ଘଟିକା ସମୟରେ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଏହି ନାଟକ ପରିବେଷଣ ହେବ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!