Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁକ ମୁନରେ ଗଣଦୁଷ୍କର୍ମ

by ସଞ୍ଜୟ ସ୍ୱାଇଁ
March 21, 2021
in Crime, State
ବନ୍ଧୁକ ମୁନରେ ଗଣଦୁଷ୍କର୍ମ
897
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାଜଧାନୀରେ ଚାଞ୍ଚଲ୍ୟକର ଘଟଣା ଘଟିଛି । ଜଣେ ମହିଳାଙ୍କୁ ୪ଜଣ ବ୍ୟକ୍ତି ବନ୍ଧୁକ ଦେଖାଇ କାର ନେଇ ବିଭିନ୍ନ ସ୍ଥାନରେ ଗଣଦୁଷ୍କର୍ମ କରିଥିବା ଭଳି ସଂଗୀନ ଅଭିଯୋଗ ହୋଇଛି ଲକ୍ଷ୍ମୀସାଗର ଥାନାରେ । ସୂଚନାନୁସାରେ, ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଜଣେ ମହିଳା ଫେବୃୟାରୀ ୨୬ତାରିଖ ରାତିରେ ଘରକୁ ଫେରୁଥିବା ବେଳେ ତାଙ୍କୁ ଅପହରଣ କରାଯାଇଥିଲା । ଅପହରଣ କାରୀମାନେ ଦୁଇ ଦିନ ଧରି ଗଣଦୁଷ୍କର୍ମ କରିଥିଲେ । ଏନେଇ ମହିଳା ଜଣକ ଘରକୁ ଆସି ଏତଲା ଦେଇଥିଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ନହେବାରୁ ପିଡିତା ମହିଳା ପୁଲିସ କମିଶନରଙ୍କୁ ଯାଇ ଭେଟିଥିଲେ । ଯାହାଫଳରେ ସିପିଙ୍କ ନିର୍ଦ୍ଦେଶ କ୍ରମେ ଏହାର ତଦନ୍ତ ଆରମ୍ଭ ହୋଇଥିବା ସୂଚନା ମିଳିଛି ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!