Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦକ୍ଷିଣ ଓଡ଼ିଶାରେ ସ୍ୱାସ୍ଥ୍ୟ ସେବା ପାଇଁ ନୂଆ ମାଇଲ ଖୁଣ୍ଟ: ନବୀନ

by ସଞ୍ଜୟ ସ୍ୱାଇଁ
March 22, 2021
in Breaking, State
ଗୋଟାଏ ନମ୍ବରରେ ୩ଟି ସେବା
187
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବ୍ରହ୍ମପୁରର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜ ଓ ହସ୍ପିଟାଲରେ ଗ୍ୟାଷ୍ଟ୍ରୋଏଣ୍ଟରଲୋଜି ବିଭାଗ ଖୋଲିବା ମଞ୍ଜୁରୀ ମିଳିଛି । ଏଥିପାଇଁ ମୁଖ୍ୟମନ୍ତ୍ରୀ ଉଭୟ ସର୍ଜିକାଲ ଓ ମେଡିକାଲ ଗ୍ୟାଷ୍ଟ୍ରୋଏଣ୍ଟରଲୋଜି ପାଇଁ ୧୯ଟି ଶୈକ୍ଷିକ ଓ ଅଣଶେକ୍ଷିକ ପଦବୀକୁ ମଞ୍ଜୁରୀ କରିଛନ୍ତି । ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜରେ ଉପରୋକ୍ତ ଦୁଇ ସୁପର ସ୍ପେସାଲିଷ୍ଟ ଚିକିତ୍ସା ସୁବିଧା ଉପଲବ୍ଧ ହେବା ଦ୍ୱାରା ଦକ୍ଷିଣ ଓଡ଼ିଶାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆଉ ଏକ ନୂଆ ଯୁଗର ଆରମ୍ଭ ହୋଇଛି । ଉକ୍ତ ମେଡିକାଲ ବ୍ରହ୍ମପୁର ରାଜ୍ୟର ବିଶେଷକରି ଦକ୍ଷିଣ ଓଡ଼ିଶାର ଅଗ୍ରଣୀ ଚିକିତ୍ସା ପ୍ରତିଷ୍ଠାନ ଭାବରେ ସୁପରିଚିତ । ଜନସାଧାରଣଙ୍କୁ ଉନ୍ନତ ମାନର ସେବା ଯୋଗାଇବା କ୍ଷେତ୍ରରେ ଏହା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି । ସୁପର ସ୍ପେସାଲିଷ୍ଟ ବିଭାଗ ଖୋଲିବା ଦ୍ୱାରା ଜନସାଧାରଣଙ୍କ ଅସୁବିଧା ଦୂରିକରଣ ହେବ ।

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026
ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

ସନ୍ଦେହ ଘେରରେ ଇଟାମାଟି ସିଆରସିସିଙ୍କ ଭୂମିକା

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!