Thursday, August 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୪ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

by ସଞ୍ଜୟ ସ୍ୱାଇଁ
March 22, 2021
in Breaking, State
୧୫ରୁ ଗଡ଼ିଲା ୪ ମୁଣ୍ଡ, ଆଗକୁ ଆହୁରି ଅଛି !
794
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ୫-ଟି ଓ ମୋ ସରକାର ଛାଟ ବାଜିବା ଫଳରେ ୪ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଟିଟିଲାଗଡ଼ ବ୍ଲକର ପୂର୍ବତନ ଏସଇଓ ବଳରାମ ସୁନାଙ୍କୁ ଚାକିରିରୁ ବରଖାସ୍ତ କରିଥିବା ବେଳେ ଆଠମଲ୍ଲିକର ଷ୍ଟାଟିଷ୍ଟକାଲ ଆସିଟାଣ୍ଟ ବସନ୍ତ ସାହୁଙ୍କୁ ଚାରିରିରୁ ନିଲମ୍ବନ କରାଯାଇଛି । ଅନ୍ୟ ପଖେ ୨ସରକାରୀ ଅଧିକାରୀଙ୍କ ଭୁବନେଶ୍ୱର ବିଇଡିର ପୂର୍ବତନ ଡିଜିଏମ୍ ଦାମୋଦର ଦାସ ଓ ପୂର୍ବତନ ଏସଆଇ ଜଗନ୍ନାଥ ରାଓଙ୍କ ପେନସନ୍ ବନ୍ଦ କରାଯାଇଛି । ସୂଚନାନୁସାରେ, ୫-ଟି ଓ ମୋ ସରକାର ରାଜ୍ୟ ସରକାର ପ୍ରଣୟନ କରିବା ପର ଠାରୁ ମୋଟ ୧୧୭ଜଣ ଦୁର୍ନୀତିଗସ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!