Tuesday, August 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏପ୍ରିଲ ୧ରୁ ୪୫ ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ବ୍ୟକ୍ତିଙ୍କୁ ଦିଆଯିବ କରୋନା ଟିକା

by ସଞ୍ଜୟ ସ୍ୱାଇଁ
March 23, 2021
in Feature News
ରାଜ୍ୟରେ ୭୨ ହଜାର ପାର, ନୟାଗଡ଼ରେ ସଂଖ୍ୟାଧିକ
205
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): କରୋନା ଟିକାକରଣକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଆସନ୍ତା ଏପ୍ରିଲ ୧ରୁ ଦେଶରେ ୪୫ବର୍ଷ ବୟସରୁ ଉର୍ଦ୍ଧ୍ବ ସମସ୍ତ ନାଗରିକଙ୍କୁ ଦିଆଯିବ କରୋନ ଟିକା। ଏନେଇ ଆଜି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭାଡେକର ଘୋଷଣା କରିବା ସହ ଯୋଗ୍ୟ ହିତାଧିକାରୀଙ୍କୁ ଟିକାକରଣ ପାଇଁ ପଞ୍ଜୀକରଣ କରିବାକୁ କହିଛନ୍ତି। ବର୍ତ୍ତମାନ ୬୦ବର୍ଷରୁ ଉର୍ଦ୍ଧ୍ବ ଏବଂ ୪୫ବର୍ଷୀୟ ବ୍ୟକ୍ତି, ଯେଉଁମାନଙ୍କର ଅନ୍ୟ ଗମ୍ଭୀର ଶାରୀରିକ ସମସ୍ୟା ରହିଛି ସେମାନଙ୍କୁ କରୋନା ଟିକା ଦିଆଯାଉଛି। କିନ୍ତୁ ଏପ୍ରିଲ ୧ପରଠାରୁ ଏହି ନିୟମ ରହିବ ନାହିଁ। ୪୫ବର୍ଷରୁ ଉର୍ଦ୍ଧ୍ବ ସମସ୍ତ ବ୍ୟକ୍ତି କରୋନା ଟିକା ନେବାକୁ ଯୋଗ୍ୟ ହେବେ। କରୋନାଭାଇରସ୍ ଟାସ୍କ ଫୋର୍ସ ଏବଂ ବିଶେଷଜ୍ଞଙ୍କ ପରାମର୍ଶ ଆଧାରରେ କ୍ୟାବିନେଟ୍ ଏହି ନିଷ୍ପତ୍ତି ନେଇଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭାଡେକର।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!