Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟଙ୍କା ପାଇଁ ଫୁଟିଲା ଗୁଳି

by ସଞ୍ଜୟ ସ୍ୱାଇଁ
March 24, 2021
in Breaking, State
ଟଙ୍କା ପାଇଁ ଫୁଟିଲା ଗୁଳି
716
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଟଙ୍କା ମାଗିବାରୁ ହେଲା ଯୁକ୍ତିତର୍କ । ଯୁକ୍ତିତର୍କ ଉଗ୍ରରୂପ ଧାରଣ କରିବାରୁ ଶେଷରେ ଫୁଟିଲା ଗୁଳି । ଏଥିରେ ଜଣେ ଗୁରୁତର ଥିବା ଜଣାପଡିଛି । ଏଭଳି ଘଟଣା ଘଟିଛି ପିତାମହୁୁଲ ଅଞ୍ଚଳରେ । ସୂଚନାନୁସାରେ, ସୁବର୍ଣ୍ଣପୁର ଜିଲ୍ଲା ସୁବଳୟା ଥାନା ଅନ୍ତର୍ଗତ କାଶଲପୁର ଗାଁର ଚକ୍ରପାତ୍ର ନାମକ ଜଣେ ବ୍ୟକ୍ତି ପ୍ରଭଞ୍ଜନଙ୍କ ଠାରୁ ଦେଢ ଲକ୍ଷ ଟଙ୍କା ଧାର ନେଇଥିଲେ । ଆଜି ଉଭୟଙ୍କ ମଧ୍ୟରେ ଭେଟ ହୋଇଥିଲା । ପ୍ରଭଞ୍ଜନ ଦେଇଥିବା ଟଙ୍କା ମାଗିବାରୁ ଉଭୟଙ୍କ ମଧ୍ୟ ଯୁକ୍ତିତର୍କ ହୋଇଥିଲା । ଯୁକ୍ତିତର୍କ ଉଗ୍ରରୂପ ନେବାରୁ ଉତକ୍ଷେପିତ ହୋଇ ଚକ୍ରପାତ୍ର ବନ୍ଧୁକ ବହାର କରି ପ୍ରଭଞ୍ଜନଙ୍କ ଉପରକୁ ଗୁଳି କରିଥିଲା । ଯାହାଫଳରେ ଗୁରୁତର ହୋଇ ପ୍ରଭଞ୍ଜନ ସୁବଳୟା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ôଚ ତଦନ୍ତ ଆରମ୍ଭ କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା କାହାକୁ ଗିରଫ କରିନଥିବା ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!